Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ
ଆଜିର ଖବର

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ
ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

ରେଢ଼ାଖୋଲ (କନ୍ଦର୍ପ ବେହେରା): କଦଳୀ ଗଡ଼ ସ୍ଥିତ ଅର୍ଜୁନ ଡିଗ୍ରୀ କଲେଜ୍ ର ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀ, ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ଚଳିତ ମାସ ୧୬ ରୁ ୨୦ ତାରିଖ ପର୍ଯ୍ୟନ୍ତ ଆଇ ଆଇ ଏମ୍ ଉଦୟପୁର (ରାଜସ୍ଥାନ) ରେ ଆୟୋଜିତ ୫ ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟଶାଳାରେ ଯୋଗଦାନ କରି ସମ୍ମାନିତ ହୋଇଛନ୍ତି।

ଏହି କାର୍ଯ୍ୟଶାଳାରେ ଭାରତର ବିଭିନ୍ନ ବିଶ୍ୱବିଦ୍ୟାଳୟ ରୁ ଅନେକ ବିଦ୍ୱାନ ଯୋଗଦେଇଥିଲେ।

ଏହି କାର୍ଯ୍ୟଶାଳାରେ ଶ୍ରୀ ଶାସନୀ ଓଡ଼ିଶା ରାଜ୍ୟର ଗ୍ରାମାଞ୍ଚଳରେ ଅବସ୍ଥିତ ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନ ରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଉପରେ ଜାତୀୟ ଶିକ୍ଷା ନୀତି–୨୦୨୦ର ପ୍ରଭାବ ସନ୍ଦର୍ଭରେ ଆଲୋଚନା କରିଥିଲେ। ତାଙ୍କର ମୂଲ୍ୟବାନ ମତାମତ ପାଇଁ ସେ ସଂସ୍ଥାନର ମୁଖ୍ୟ ନିର୍ଦ୍ଦେଶକଙ୍କ ଦ୍ୱାରା ସମ୍ମାନିତ ହେଇଥିଲେ।

ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍ଥାନ ର ନିର୍ଦ୍ଦେଶକ ପ୍ରଫେସର ଅଶୋକ ବାନାର୍ଜୀ ଯୋଗ ଦେଇଥିଲେ।

ଅଖିଳେନ୍ଦ୍ର ଶାସନୀ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଆଇ ଆଇ ଏମ୍ ଉଚ୍ଚ ଶିକ୍ଷା ବିଭାଗ ଉଦୟପୁର ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026
Latest News

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.