Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା
ଆଜିର ଖବର

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା
ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

ନୂଆଦିଲ୍ଲୀ: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ୧୧୦ ଜଣ ସୈନିକଙ୍କୁ ନେଇଯାଉଥିଲା। ସୂଚନା ଅନୁଯାୟୀ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦକ୍ଷିଣ ଆମାଜନ ଅଞ୍ଚଳର ପେରୁ ସୀମା ନିକଟରେ ଥିବା ପ୍ୟୁର୍ଟୋ ଲେଗୁଇଜାମୋରେ ଏହି ଦୁର୍ଘଟଣା ଘଟିଛି।

ସ୍ଥାନୀୟ ସମ୍ବାଦ ସଂସ୍ଥା ବ୍ଲୁ ରେଡିଓ ଅନୁଯାୟୀ, ଏଥିରେ ୧୧୦ ଜଣ ସୈନିକ ଥିଲେ। କଲମ୍ବିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ରିପୋର୍ଟ କରିଛି ଯେ, ଦେଶର ଦକ୍ଷିଣ ଭାଗରେ ଏକ ଲକହିଡ୍ ମାର୍ଟିନ୍ (LMT.N) ହର୍କୁଲେସ୍ ସି-୧୩୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।

Breaking News Colombia Colombia Plane Crash Plane Crash News
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ଭୁବନେଶ୍ୱରରୁ ଗିରଫ ହେଲେ ଅଭିଯୁକ୍ତ ଜିତେନ୍‌, ସହଯୋଗୀଙ୍କୁ ଖୋଜୁଛି ପୁଲିସ

October 18, 2026
Latest News

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

୨୨ରୁ ଲଘୁଚାପ ସମ୍ଭାବନା, ଫିକା ପଡ଼ିବନି ପାର୍ବଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.