Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» କଂଗ୍ରେସରେ ଅଛି, କଂଗ୍ରେସରେ ରହିବି : ରଞ୍ଜୀବ ବିଶ୍ବାଳ
ଆଜିର ଖବର

 କଂଗ୍ରେସରେ ଅଛି, କଂଗ୍ରେସରେ ରହିବି : ରଞ୍ଜୀବ ବିଶ୍ବାଳ

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୀର୍ଘ ଦିନ ପରେ ମୁହଁ ଖୋଲିଛନ୍ତି କଂଗ୍ରେସର ରାଜ୍ୟ ସଭା ସାଂସଦ ରଞ୍ଜୀବ ବିଶ୍ୱାଳ ।  କୌଣସି ଦଳ ଟଙ୍କା ଯାଚିଥିବା ଘଟଣାକୁ ସେ ପ୍ରତ୍ୟାଖାନ କରିଛନ୍ତି । ପୂର୍ବରୁ ଦଳ ବଦଳ ପାଇଁ ଆନ୍ୟ ଦଳ ପକ୍ଷରୁ ତାଙ୍କୁ ଟଙ୍କା ଯଚା ଯାଇଥିବା ଚର୍ଚ୍ଚା ହୋଇଥିଲା । ସେ କହିଛନ୍ତ ଯେତେବେଳେ ଯାଏଁ ଦଳ ଭଲ ଲାଗିବ ସେ ଦଳରେ ରହିବେ । ପିସିସି ସଭାପତି ହେବାକୁ ତାଙ୍କର ଆଶା ନାହିଁ ବୋଲି  ସେ ସ୍ପଷ୍ଟ କରିବା ସହ ବର୍ତ୍ତମାନ କଂଗ୍ରେସର ବିପର୍ଯ୍ୟୟ ଆସିଛି ବୋଲି କହିଛନ୍ତି । ତୃଣମୁଳ ସ୍ତରରେ ବିଶ୍ୱସନୀୟ ନେତାଙ୍କୁ ନେଇ ଏକଜୁଟ ହୋଇ କାମ କରିବା ଆବଶ୍ୟକତା ରହିଛି ସେ କହିଛନ୍ତି ।  ଜୁମ୍ବୋ ନୁହେଁ, ଛୋଟ କମିଟି କରି ଦାୟିତ୍ବ ନ୍ୟସ୍ତ କରିବା ଦରକାର । ୟସେହିପରି ଅନ୍ୟ ଦଳ ସହ ଡିଲ୍‌ କରି ସଂସଦରେ ଅନୁପସ୍ଥିତି ଚର୍ଚ୍ଚାରେ ଉତ୍ତର ଦେଇ କହିଛନ୍ତି ଯେ, ତ୍ରିପଲ୍‌ ତଲାକ୍‌ ଆଲୋଚନା ବେଳେ ସେ ଅନୁମତି ନେଇ ଅନୁପସ୍ଥିତ ରହିଥିଲେ । ଜଣେ ସମ୍ପର୍କୀୟଙ୍କ ଅପରେସନ୍‌ ପାଇଁ ସେ ଅନୁପସ୍ଥିତ ରହିଥିଲେ ବୋଲି କହିଛନ୍ତି ରଞ୍ଜୀବ ବିଶ୍ବାଳ । ୩୭୦ ଆଲୋଚନାରେ ସଂସଦରେ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026

ଇଂଲଣ୍ଡକୁ ପରାସ୍ତ କରିବା ପାଇଁ ଭାରତକୁ କେତେ ରନ ଆବଶ୍ୟକ?: ଦେଖନ୍ତୁ ପରିସଂଖ୍ୟାନ

March 5, 2026

ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ

March 5, 2026
Latest News

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.