Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା
ଆଜିର ଖବର

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା
ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

ଖୋର୍ଦ୍ଧା: ଜିଲ୍ଲା ପ୍ରଶାସନିକ କାର୍ଯ୍ୟଧାରାକୁ ଅଧିକ ଆଧୁନିକ ଓ ସୁଦୃଢ଼ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ କାର୍ଯ୍ୟକ୍ଷମ ଉତ୍କର୍ଷତା ପାଇଁ କୃତ୍ରିମ ବୁଦ୍ଧିମତ୍ତା (ପ୍ରଶାସନିକ ଉତ୍କର୍ଷତା ପାଇଁ ଏ ଆଇ ଉପକରଣ) ଜନିତ କର୍ମଶାଳା ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି କର୍ମଶାଳା ଆଜି ପୂର୍ବାହ୍ନ ଘ ୯:୩୦ ମି ରୁ ଆରମ୍ଭ ହୋଇ ସନ୍ଧ୍ୟା ଘ ୫:୦୦ ଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।
ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ୍ ସେଣ୍ଟର (ଓକାକ୍) ଏବଂ ଓଡ଼ିଶା ବୁଦ୍ଧି ମତ୍ତା ନିଗମ ପ୍ରତିଷ୍ଠାନ (ଓ କେ ସି ଏଲ୍ ) ର ମିଳିତ ସହଯୋଗରେ ଏହି ପ୍ରଶିକ୍ଷଣ ଶିବିର ପରିଚାଳିତ ହୋଇଥିଲା।

ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗୀୟ ମୁଖ୍ୟ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀନିବାଶ ମହାନ୍ତି,ବନଖଣ୍ଡ ଅଧିକାରୀ , ମୁଖ୍ୟଉନ୍ନୟନଅଧିକାରୀ-ତଥା-ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଜ୍ୟୋତି ଶଙ୍କର ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ଇ ଗଭର୍ନାନ୍ସ ଡେପୁଟୀ କଲେକ୍ଟର ଆର୍ତ୍ତତ୍ରାଣ ମଲ୍ଲିକ ଏବଂ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇଥିଲେ। ଏଥି ସହ ବିଭିନ୍ନ ବିଭାଗୀୟ ଅଧିକାରୀ, ଜିଲ୍ଲାପାଳ ଏବଂ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଅଧିକାରୀ ମାନେ ଯୋଗଦେଇ ତାଲିମ ଗ୍ରହଣ କରିଥିଲେ। ଜିଲ୍ଲା ଇ ଗଭର୍ନାଂସ ପରିଚାଳକ ମାନସ କୁମାର ବ୍ରହ୍ମା ପାୱାର ପଏଣ୍ଟ ଉପକରଣର ଓକାକ୍ ଏବଂ ଓ।କେ ସି ଏଲ ସଂଶାଧକଙ୍କ ସହ ତାଲିମ ପ୍ରଦାନ କରିଥିଲେ।

ଏଆଇ କର୍ମଶାଳା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପ୍ରଶାସନିକ ଦକ୍ଷତା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026

କ’ଣ ଏଲପିଜି ରିଫିଲ୍‌ ବୁକିଂ ସମୟସୀମା ୪୫ ଦିନ?: ସ୍ପଷ୍ଟିକରଣ ଦେଲେ ସରକାର

March 25, 2026
Latest News

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026

ହୋଟେଲ ଏବଂ ରେଷ୍ଟୁରାଣ୍ଟରେ “ଏଲପିଜି ଚାର୍ଜ” କୁ ବେଆଇନ କହିଲେ ସରକାର: ଲାଗୁ କଲେ ନିଷେଧାଦେଶ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.