Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାର୍ଡ ଅଫ୍‌ ଅନର୍‌ ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଗାର୍ଡ ଅଫ୍‌ ଅନର୍‌ ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen support one nation, one election
naveen support one nation, one election

ରାଜ୍ୟରେ ଗାର୍ଡ ଅଫ୍‌ ଅନର୍‌ ବ୍ୟବସ୍ଥା ଉଚ୍ଛେଦ କଲେ ସରକାର । ଉଚ୍ଛେଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସରକାରୀ ଅଧିକାରୀଙ୍କୁ ଦିଆଯିବନି ଗାର୍ଡ ଅଫ୍‌ ଅନର୍। କେବଳ ୩ଟି ଦିବସରେ ମୁଖ୍ୟ ଅତିଥିଙ୍କୁ ମିଳିବ ଗାର୍ଡ ଅଫ୍‌ ଅନର୍‌ । ସାଧାରଣତନ୍ତ୍ର ଦିବସ, ସ୍ବାଧୀନତା ଦିବସ ଓ ଉତ୍କଳ ଦିବସରେ କେବଳ ଗାର୍ଡ ଅଫ୍‌ ଅନର୍‌ ଦିଆଯିବ ବୋଲି ସୂଚନା ରହିଛି । କିନ୍ତୁ ପୂର୍ବଭଳି ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ ଗାର୍ଡ ଅଫ୍‌ ଅନର୍‌ । ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳଙ୍କୁ ଦିଆଯିବ ଗାର୍ଡ ଅଫ୍‌ ଅନର୍‌ । ଲୋକାୟୁକ୍ତ, ସୁପ୍ରିମ୍‌କୋର୍ଟ ଓ ହାଇକୋର୍ଟଙ୍କ ଜଜ୍‌ଙ୍କୁ ବି ମିଳିବ ଗାର୍ଡ ଅଫ୍‌ ଅନର୍‌ । ସେହିପରି ସ୍ବାଧୀନତା ସଂଗ୍ରାମୀଙ୍କୁ ମାନ୍ୟବର ଭାବେ ସମ୍ବୋଧନ ପାଇଁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Latest News

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.