Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା
ଆଜିର ଖବର

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Ram
ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

Ram Navmi: ଆସନ୍ତାକାଲି ପବିତ୍ର ରାମ ନବମୀ। ହିନ୍ଦୁ ଧର୍ମରେ ଏହି ଦିନଟି ହେଉଛି ଏକ ପବିତ୍ର ଦିନ। ଏହି ଦିନ ପ୍ରଭୃ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ। ସେଥିପାଇଁ ସାରା ଭାରତରେ ଏହି ଦିନକୁ ରାମ ନବମୀ ଭାବେ ପାଳନ କରାଯାଉଛି।

ତେବେ ସମସ୍ତେ ଏହି ଦିବସକୁ ବେଶ୍ ଭକ୍ତିପୂତ ଭାବେ ପାଳନ କରିବେ ସତ, ହେଲେ ଏହି ଆଧୁନିକ ଯୁଗରେ ମୋବାଇଲରେ ଶୁଭେଚ୍ଛା ବାର୍ତ୍ତା ମଧ୍ୟ ପଠାଇବେ। ଏହି ପରିପ୍ରେକ୍ଷୀରେ ରାମ ନବମୀ ଉପଲକ୍ଷେ ଆମେ କେତେକ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରୁଛୁ।

୧- ରାମ ନବମୀର ଶୁଭ ଅବସରରେ, ମୁଁ ଆପଣଙ୍କ ଜୀବନରେ ସବୁଠାରୁ ପ୍ରେରଣାଦାୟକ ସୁଯୋଗ ଏବଂ ବଡ଼ ସଫଳତା କାମନା କରୁଛି। ଆପଣଙ୍କୁ ରାମ ନବମୀ ଶୁଭ କାମନା।

୨- ଆପଣ ଏବଂ ଆପଣଙ୍କ ପରିବାରକୁ ରାମ ନବମୀ ଶୁଭ କାମନା। ଭଗବାନ ଶ୍ରୀରାମ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସଫଳତା ଦେଇ ଆଶୀର୍ବାଦ କରନ୍ତୁ। ଶୁଭ ରାମ ନବମୀ!

୩- ଏହି ବିଶେଷ ଉତ୍ସବରେ ମୁଁ ପ୍ରାର୍ଥନା କରୁଛି ଯେ, ପ୍ରଭୃ ଶ୍ରୀରାମଙ୍କ ଆଶୀର୍ବାଦ ଆପଣଙ୍କ ସହିତ ରହୁ ଏବଂ ଆପଣଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧତାରେ ପରିପୂର୍ଣ୍ଣ ହେଉ। ଶୁଭ ରାମ ନବମୀ!

୪- ସମସ୍ତ ପ୍ରିୟଜନଙ୍କୁ ପବିତ୍ର ରାମ ନବମୀରେ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ।

୫- ଏହି ବିଶେଷ ଉତ୍ସବରେ ​​ଆପଣଙ୍କୁ ଏବଂ ଆପଣଙ୍କ ପ୍ରିୟଜନଙ୍କୁ ପ୍ରଭୃ ଶ୍ରୀରାମ ଆର୍ଶିବାଦ କରନ୍ତୁ। ରାମନବମୀ ଉପଲକ୍ଷେ ଆପଣଙ୍କୁ ଏବଂ ଆପଣଙ୍କ ପରିବାରକୁ ଶୁଭେଚ୍ଛା।

୬- ପ୍ରଭୃ ଶ୍ରୀରାମ, ଆପଣଙ୍କୁ ସଠିକ୍ ମାର୍ଗରେ ମାର୍ଗଦର୍ଶନ କରନ୍ତୁ ଏବଂ ଆପଣଙ୍କର ସମସ୍ତ ପ୍ରୟାସରେ ସାହାଯ୍ୟ କରନ୍ତୁ। ସମସ୍ତଙ୍କୁ ରାମ ନବମୀରେ ଶୁଭ କାମନା!

୭- ରାମନବମୀର ଶୁଭ ଅବସର ଆପଣଙ୍କ ଜୀବନରେ ଅନେକ ସକରାତ୍ମକତା, ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ଆଣୁ, ଜୟ ଶ୍ରୀରାମ।

୮-  ଜୟ ଶ୍ରୀରାମ, ଜୟ ଶ୍ରୀରାମ, ଜୟ ଶ୍ରୀରାମ।

Ram Navmi ଓଡିଆ ବାର୍ତ୍ତା ପ୍ରଭୃ ଶ୍ରୀରାମ ରାମ ନବମୀ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.