Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା
ଆଜିର ଖବର

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

March 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା
ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

ନୂଆଦିଲ୍ଲୀ: ହରିୟାଣାର ଗୁରୁଗ୍ରାମ ସ୍ଥିତ CRPF ଠାରେ ଅନୁଷ୍ଠିତ ୨୬ତମ ସର୍ବଭାରତୀୟ ପୋଲିସ ସୁଟିଂ (AIPDM) ପ୍ରତିଯୋଗିତାରେ ଓଡ଼ିଶା ପୋଲିସ ଅଭୁତପୁର୍ବ ସଫଳତା ହାସଲ ପ କରିଛି। ଦେଶର ବିଭିନ୍ନ ରାଜ୍ୟ ପୋଲିସ ବାହିନୀ ମାନଙ୍କ ମଧ୍ୟରେ ଓଡ଼ିଶା ପୋଲିସ ଦ୍ୱିତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିଛି।

ସୂଚନା ଯୋଗ୍ୟ ଯେ, ମାର୍ଚ୍ଚ ୨୨ ରୁ ୩୦ ପର୍ଯ୍ୟନ୍ତ ଚାଲିଥିବା ଏହି ପ୍ରତିଯୋଗିତାରେ ଓଡ଼ିଶା ପୋଲିସ ରାଇଫଲ ସୁଟିଂ (୭୪୩ ପଏଣ୍ଟ), ପିସ୍ତଲ ସୁଟିଂ (୫୩୧ ପଏଣ୍ଟ )ଏବଂ କାରବାଇନ ସୁଟିଂରେ (୩୨୭ ପଏଣ୍ଟ) ସର୍ବମୋଟ ୧୬୦୧ ପଏଣ୍ଟ ପାଇ ରାଜ୍ୟ ପୋଲିସ ବାହିନୀ ମାନଙ୍କ ମଧ୍ୟରେ ଓଡିଶା ପୋଲିସ ଟିମ ଦ୍ୱିତୀୟ ସ୍ଥାନ ଅଧିକାର କରିଛି।

ଉଲ୍ଲେଖ ଯୋଗ୍ୟ ଯେ, ଏହି ପ୍ରତିଯୋଗିତାରେ ଓଡ଼ିଶା ପୋଲିସର ସୁଟର ଅକ୍ଷୟ କୁମାର ସାହାଣୀ (ଏସ/୧୩୧) ୩୦୦ ୟାର୍ଡ ସ୍ନାପ୍ ବିଭାଗରେ ଦ୍ୱିତୀୟ ସ୍ଥାନ ହାସଲ କରି ରୌପ୍ୟ ପଦକ ଜିତିଛନ୍ତି। ଶ୍ରୀ ସାହାଣୀ ବର୍ତ୍ତମାନ ଏସଏସବିଏନ (SSBN), ଭୁବନେଶ୍ୱର ଠାରେ କାର୍ଯ୍ୟରତ ଅଛନ୍ତି।

ଏହି ଅବସରରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡ଼ିଶା ପୋଲିସ ଟିମ୍ ଏବଂ ପଦକ ବିଜେତା ଅକ୍ଷୟ କୁମାର ସାହାଣୀ ଓ ଡେପୁଟି କମାଣ୍ଡାଣ୍ଟ,ଟିମ ମ୍ୟାନେଜର ତଥା କୋଚ ଏମ. ଏସ. ଏ ଫରିଦଙ୍କୁ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

AIPDM crpf ଓଡିଶା ପୋଲିସ ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା
Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଜାବରେ କେତେ ଦିନ ପାଇଁ ମହଜୁଦ ଅଛି ପେଟ୍ରୋଲ-ଡିଜେଲ?: ଜଣାଇଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ

March 28, 2026

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ଆରମ୍ଭ ହେବ ପଞ୍ଜୀକରଣ

March 28, 2026
Latest News

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

March 28, 2026

ପଞ୍ଜାବରେ କେତେ ଦିନ ପାଇଁ ମହଜୁଦ ଅଛି ପେଟ୍ରୋଲ-ଡିଜେଲ?: ଜଣାଇଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ

March 28, 2026

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026

ଅତିରିକ୍ତ ୩ ଦିନ ପାଇଁ ଖୋଲିବ ସୈନିକ ସ୍କୁଲ୍‌ ନାମଲେଖା କାଉନସେଲିଂ ପୋର୍ଟାଲ

March 28, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ଆରମ୍ଭ ହେବ ପଞ୍ଜୀକରଣ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.