Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା
ଆଜିର ଖବର

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Weather updates

ଭୁବନେଶ୍ୱର: ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଦ୍ଵାରା ରାଜ୍ୟରେ କାଳବୈଶାଖୀ ଉପରେ ବଡ଼ ଆକଳନ କରିଛି। ଆସନ୍ତା ମାସ ୩ ତାରିଖ ଯାଏଁ କାଳବୈଶାଖୀ ପ୍ରକୋପ ଜାରି ରହିବ। ଏହି ସମୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ାରେ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବ ବୋଲି ଆଶଙ୍କା କରାଯାଉଛି।

ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ ଓ ମାଲକାନଗିରିରେ ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କାଳବୈଶାଖୀ ବଜ୍ରପାତ ସହ ବର୍ଷା ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.