Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ଶାସନ ସଚିବ ପଦରୁ ସ୍ବେଚ୍ଛାକୃତ ଅବସର ନେଲେ ଆଦିତ୍ୟ ପାଢୀ, ରାଜ୍ୟ ନିର୍ବାଚନ କମିଶନର ଭାବେ ପାଇଲେ ନିଯୁକ୍ତି
ଆଜିର ଖବର

ମୁଖ୍ୟ ଶାସନ ସଚିବ ପଦରୁ ସ୍ବେଚ୍ଛାକୃତ ଅବସର ନେଲେ ଆଦିତ୍ୟ ପାଢୀ, ରାଜ୍ୟ ନିର୍ବାଚନ କମିଶନର ଭାବେ ପାଇଲେ ନିଯୁକ୍ତି

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପାଇଲେ  ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢୀ । ସ୍ବେଚ୍ଛାକୃତ ଅବସର ନେଲେ ଆଦିତ୍ୟ ପାଢୀ ।  ଆସନ୍ତା ଫେବୃଆରୀରେ ନିଜ ପଦବୀରୁ ଇସ୍ତଫା ନେଇଥା‘ନ୍ତେ । ନୂଆ ନିଯୁକ୍ତିକୁ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ଅନୁମୋଦନ ଦେଇଛନ୍ତି ।  ଆଦିତ୍ୟ ପ୍ରସାଦ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହେବା ନେଇ ଆଜି ଵିଧିଵଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୩ ଵ୍ୟାଚ୍‌ର ପ୍ରଶାସନିକ ଅଧିକାରୀ ହେଉଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ । ତେବେ ଆଦିତ୍ୟଙ୍କ ପରେ ମୁଖ୍ୟ ଶାସନ ସଚିବ କିଏ ହେବେ, ତା’କୁ ନେଇ ଲାଗିରହିଛି ଚର୍ଚ୍ଚା । ତେବେ ମିଳିଥିବା ସୂଚନା ବର୍ତ୍ତମାନର ଉନ୍ନୟନ କମିଶନର ଓ ଗୃହ ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଅସୀତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ଦୌଡ଼ରେ ଆଗରେ ରହିଛନ୍ତି । ସେହିପରି ଏହି ପଦବୀ ପାଇ ଜଙ୍ଗଲ ଓ ପରିବେଶ ବିଭାଗର ସଚିବ ଥିବା ସୁରେଶ ମହାପାତ୍ର ଏବଂ ଗଣଶିକ୍ଷା ବିଭାଗର ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନାମ ମଧ୍ୟ ମୁଖ୍ୟ ଶାସନ ସଚିବ ହେବା ନେଇ ଚର୍ଚ୍ଚାରେ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

February 13, 2026

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026
Latest News

ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

February 13, 2026

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.