Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ
ଆଜିର ଖବର

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ
ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

ଭୁବନେଶ୍ୱର: ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ କରିବା ଏବଂ ସୁବିଧାଜନକ ଯାତ୍ରା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ପୂର୍ବ ତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନ୍ ଗୁଡ଼ିକର ପରିଚାଳନାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଏହି ଟ୍ରେନ୍ ଗୁଡ଼ିକ ସେମାନଙ୍କର ପୂର୍ବ ସମୟ, ରହଣି ସ୍ଥାନ ଏବଂ କୋଚ୍ ସରଞ୍ଚନା ସହିତ ଚଳାଚଳ କରିବ।

ସମ୍ପ୍ରସାରିତ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ହେଲା:

୧. ୦୨୮୧୧ ଭୁବନେଶ୍ୱର – ଯଶବନ୍ତପୁର ସ୍ପେଶାଲ୍ ୨୭ ଜୁନ୍ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

୨. ୦୨୮୧୨ ଯଶବନ୍ତପୁର – ଭୁବନେଶ୍ୱର ସ୍ପେଶାଲ୍ ୨୯ ଜୁନ୍ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

୩. ୦୮୩୧୧ ସମ୍ବଲପୁର – ଇରୋଡ୍ ସ୍ପେଶାଲ୍ ୨୭ ମେ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

୪. ୦୮୩୧୨ ଇରୋଡ୍ – ସମ୍ବଲପୁର ସ୍ପେଶାଲ୍ ୨୯ ମେ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

୫. ୦୮୫୦୮ ବିଶାଖାପାଟଣା – ଶାଲିମାର ସ୍ପେଶାଲ୍ ୩୦ ଜୁନ୍ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

୬. ୦୮୫୦୭ ଶାଲିମାର – ବିଶାଖାପାଟଣା ସ୍ପେଶାଲ୍ ୩୦ ଜୁନ୍ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଯାତ୍ରୀମାନଙ୍କୁ ଏହି ସମ୍ପ୍ରସାରଣଗୁଡ଼ିକ ପ୍ରତି ଧ୍ୟାନ ଦେବାକୁ ଏବଂ ସେହି ଅନୁସାରେ ଯାତ୍ରା ଯୋଜନା କରିବାକୁ ପରାମର୍ଶ।

ଗ୍ରୀଷ୍ମ ଋତୁ ପୂର୍ବ ତଟ ରେଳପଥ ସ୍ୱତନ୍ତ୍ର ଟ୍ରେନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Latest News

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.