Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୩ ତମ ସ୍ୱାଧୀନତା ଦିବସ ଓ ରକ୍ଷା ବନ୍ଧନର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ଆଜିର ଖବର

୭୩ ତମ ସ୍ୱାଧୀନତା ଦିବସ ଓ ରକ୍ଷା ବନ୍ଧନର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

August 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶର ଜନତାଙ୍କୁ ସ୍ୱାଧୀନତା ଦିବସ ଓ ରକ୍ଷାବନ୍ଧନର ଅଭିନନନ୍ଦନ ଜଣାଇଛନ୍ତି । ମୋଦି ନିଜର ଟୁଇଟର ଆକାଉଣ୍ଟରେ ଦେଶର କୋଟି କୋଟି ଜନତାଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ୭୩ତମ ସ୍ୱାଧୀନତା ଦିବସ ସମାରୋହ ଅବସରରେ ଆଜି ଲାଲକିଲ୍ଲାରେ ତ୍ରିରଙ୍ଗା ଉଡାଇବେ । ଏଥି ସହିତ ମୋଦି ଏଠାରୁ ଦେଶର ଜନତାକୁ ସମ୍ବୋଧିତ କରିବେ । ଲାଲକିଲ୍ଲାରୁ ମୋଦି ୬ଷ୍ଠ ଥର ପାଇଁ ଗୁରୁବାର ସମ୍ବୋଧିତ କରୁଛନ୍ତି । ଏହି ଅବସରରେ ମୋଦିଙ୍କ ସହିତ ଭାରତୀୟ ବାୟୁସେନାର ୩ ଜଣ ମହିଳା ଅଧିକାରୀ ଉପସ୍ଥିତ ରହିବେ । ଫ୍ଲାଇଙ୍ଗ ଅଫିସର ପ୍ରୀତମ ସାଙ୍ଗୱାନ ମୋଦିଙ୍କୁ ଜାତୀୟ ପତାକା ଉଡାଇବାରେ ସାହାଯ୍ୟ କରିବେ । ଫ୍ଲାଇଟ ଲେଫ୍ଟନାଣ୍ଟ ଜ୍ୟୋତି ଯାଦବ ଓ ପ୍ଲାଇଟ ଲେଫ୍ଟନାଣ୍ଟ ମାନସୀ ଗେଦା ମୋଦିଙ୍କ ଉଭୟ ପାଶ୍ୱର୍ରେ ମୁତୟନ ରହିବେ । ସୂଚନାଯୋଗ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୬ ଥର, ରାଜୀବ ଗାନ୍ଧୀ ଓ ପିଭି ନରସିଂହା ରାଓ ୫-୫ ଥର, ମୋରାରଜୀ ଦେସାଇ ୨ ଥର ଓ ଚୌଧୁରୀ ଚରଣ ସିଂହ, ବିଶ୍ୱନାଥ ପ୍ରତାପ ସିଂହ ଓ ଏଚଡି ଦେବେଗୌଡ଼ା ଥରଟିଏ ଲେଖାଏଁ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଜାତୀୟ ପତାକା ଉଡାଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Latest News

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.