Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 
ଆଜିର ଖବର

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Cuttack to host All india indoor Rowing championship
Cuttack to host All india indoor Rowing championship

କଟକ: କଟକରେ ପ୍ରଥମ ଥର ପାଇଁ ଆୟୋଜିତ ହେବାକୁ ଯାଉଛି ପ୍ରଥମ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’। ରୋଇଂ ଫେଡେରେସନ୍ ଅଫ୍ ଇଣ୍ଡିଆର ମାର୍ଗଦର୍ଶନରେ ଓଡ଼ିଶା ଆସୋସିଏସନ ଫର ରୋଇଂ ଆଣ୍ଡ ସ୍କୁଲିଂ ପକ୍ଷରୁ ଏହି ପ୍ରତିଯୋଗୀତାର ଆୟୋଜନ କରାଯାଉଛି। ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମଠାରେ ଏପ୍ରିଲ ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗୀତା ଅନୁଷ୍ଠିତ ହେବ। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ପ୍ରଦାନ କରିଛନ୍ତି ଓଡ଼ିଶା ଆସୋସିଏସନ ଫର ରୋଇଂ ଆଣ୍ଡ ସ୍କୁଲିଂର ସଭାପତି ବିନୋଦ ଦାସ।

ଏହି ଅବସରରେ ସେ କହିଛନ୍ତି ଯେ, ଏହି ପ୍ରତିଯୋଗୀତା ପ୍ରଥମ ଥର ପାଇଁ ଆୟୋଜନ କରିବା ଆମ ରାଜ୍ୟର କ୍ରୀଡ଼ା ପ୍ରତିବଦ୍ଧତାର ପରିଚୟ। ଏହି ପ୍ରତିଯୋଗୀତାରେ ପ୍ରାୟ ୩୫୦ ପୁରୁଷ ଏବଂ ୨୫୦ ମହିଳା ପ୍ରତିଯୋଗୀ ଭାଗ ନେଇଛନ୍ତି।

All india cuttack indoor Rowing championship
Share. Facebook Twitter LinkedIn Email WhatsApp Copy Link

Related Posts

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026

ସ୍ୱ-ଗଣନା ପୋର୍ଟାଲ ମାଧ୍ୟମରେ ମୁଖ୍ୟ ଶାସନ ସଚିବଙ୍କ ନିଜସ୍ଵ ତଥ୍ୟ ପ୍ରଦାନ

April 2, 2026
Latest News

କଟକରେ ପ୍ରଥମ ଥର ଆୟୋଜିତ ହେବ ସର୍ବଭାରତୀୟ ଇଣ୍ଡୋର ରୋଇଂ ଚାମ୍ପିଅନସିପ୍’ 

April 2, 2026

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026

ସ୍ୱ-ଗଣନା ପୋର୍ଟାଲ ମାଧ୍ୟମରେ ମୁଖ୍ୟ ଶାସନ ସଚିବଙ୍କ ନିଜସ୍ଵ ତଥ୍ୟ ପ୍ରଦାନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.