Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ୬ ୱିକେଟରେ ଜିତିଲା ଭାରତ : କୋହଲି ପ୍ଲେୟାର ଅଫ୍ ଦ ମ୍ୟାଚ୍ ଓ ସିରିଜ୍
ଆଜିର ଖବର

ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ୬ ୱିକେଟରେ ଜିତିଲା ଭାରତ : କୋହଲି ପ୍ଲେୟାର ଅଫ୍ ଦ ମ୍ୟାଚ୍ ଓ ସିରିଜ୍

August 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ୭୩ତମ ସ୍ୱାଧୀନତା ଦିବସ ପାଳନ କରିବା ପୂର୍ବରୁ ବୁଧବାର ୱେଷ୍ଟଇଣ୍ଡିଜ ବିପକ୍ଷରେ ଦିନିକିଆ ଶୃଙ୍ଖଳାକୁ ୨-୦ରେ ଜିତିଛି। ତୃତୀୟ ତଥା ଶେଷ ଦିନିକିଆକୁ ଭାରତ ୬ ୱିକେଟରେ ବିଜୟୀ ହୋଇଛି । ଏଥି ସହିତ ଭାରତୀୟ ଟିମ ୱେଷ୍ଟଇଣ୍ଡିଜ ବିପକ୍ଷରେ ବିଜୟ ଅଭିଯାନ ଜାରି ରଖିଛି । ଟି-୨୦ ପରେ ଦିନିକିଆ ସିରିଜକୁ ମଧ୍ୟ ନିଜ ନାମରେ କରିଛି । ବିରାଟ କୋହଲି (୧୧୪)ଙ୍କ ସହିତ ଶ୍ରେୟସ ଆୟର ଭଲ ପାର୍ଟନରଶିପ କରିଥିଲେ । ଆୟର ୪୧ଟି ବଲ ଖେଳି ୬୫ ରନ ଯୋଡ଼ିଥିଲେ । ଶିଖର ଧାଓ୍ବନ ଓ ଋଷଭ ପନ୍ତଙ୍କୁ ଗୋଟିଏ ଓଭରରେ ହରାଇଥିଲା । ଏଭଳି ଏକ ବିପର୍ଯ୍ୟୟ ସମୟରେ କୋହଲି ଓ ଆୟର ୧୨୦ ରନ ଭାଗିଦାରୀ ହୋଇଥିଲେ । କୋହଲିଙ୍କୁ ମ୍ୟାନ ଅଫ ଦ ମ୍ୟାଚ ଓ ମ୍ୟାନ ଅଫ ଦ ସିରିଜି ପୁରସ୍କାର ଦିଆଯାଇଥିଲା । ରୋହିତ ଶର୍ମା ଆଉଟ ହେବା ପରେ ଭାରତକୁ ବଡ଼ ଝଟକା ଲାଗିଥିଲା । ୱେଷ୍ଟଇଣ୍ଡିଜ ପାଇଁ ଫେବିୟାନ ଏଲେନ ୪୦ ରନ ଦେଇ ୨ଟି ୱିକେଟ ନେଇଥିଲେ । ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୭ଟି ୱିକେଟ ହରାଇ ୨୪୦ ରନ କରିଥିଲା । ମାତ୍ର ବର୍ଷା ବାଧିତ ମ୍ୟାଚରେ ଭାରତକୁ ୩୫ ଓଭରରେ ୨୫୫ ରନ ଟାର୍ଗେଟ ମିଳିଥିଲା । ତ୍ରିନିଦାଦର ପୋର୍ଟ ଅଫ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲ ଷ୍ଟାଡିୟମରେ ଟିମ ଇଣ୍ଡିଆ ୧୫ଟି ବଲ ଥାଇ ଏହି ମ୍ୟାଚ ଜିତିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Latest News

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.