Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida Inaugurates Newly Constructed Anganwadi Centres
Pravati Parida Inaugurates Newly Constructed Anganwadi Centres

ଭୁବନେଶ୍ଵର: ରାଜ୍ୟର ଅଙ୍ଗନବାଡ଼ି ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହକୁ ଆଜି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଛନ୍ତି। ଲୋକସେବା ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ସେ ଏହି ସମସ୍ତ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡ଼ା କହିଛନ୍ତି ଯେ, ୨୦୨୭ ମସିହା ସୁଦ୍ଧା ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଯେପରି ନିଜସ୍ୱ ଗୃହ ପାଇବେ, ସେଥିପାଇଁ ଲକ୍ଷ୍ୟ ରଖାଯାଇଛି। ଆଗାମୀ ୩ ରୁ ୪ ମାସ ମଧ୍ୟରେ ବଳକା ଥିବା ୪ ହଜାର ଅଙ୍ଗନବାଡ଼ି କେନ୍ଦ୍ରକୁ ସେମାନଙ୍କର ନିଜସ୍ୱ ଗୃହ ଯୋଗାଇ ଦେବାକୁ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏ ସମ୍ପର୍କରେ ଆଜି ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରାଯାଇଛି । ଧାର୍ଯ୍ୟ ସମୟ ସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Anganwadi Centres Inaugurates Pravati Parida ଉପ-ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ପ୍ରଭାତୀ ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026
Latest News

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.