Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida Inaugurates Newly Constructed Anganwadi Centres
Pravati Parida Inaugurates Newly Constructed Anganwadi Centres

ଭୁବନେଶ୍ଵର: ରାଜ୍ୟର ଅଙ୍ଗନବାଡ଼ି ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହକୁ ଆଜି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଛନ୍ତି। ଲୋକସେବା ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ସେ ଏହି ସମସ୍ତ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡ଼ା କହିଛନ୍ତି ଯେ, ୨୦୨୭ ମସିହା ସୁଦ୍ଧା ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଯେପରି ନିଜସ୍ୱ ଗୃହ ପାଇବେ, ସେଥିପାଇଁ ଲକ୍ଷ୍ୟ ରଖାଯାଇଛି। ଆଗାମୀ ୩ ରୁ ୪ ମାସ ମଧ୍ୟରେ ବଳକା ଥିବା ୪ ହଜାର ଅଙ୍ଗନବାଡ଼ି କେନ୍ଦ୍ରକୁ ସେମାନଙ୍କର ନିଜସ୍ୱ ଗୃହ ଯୋଗାଇ ଦେବାକୁ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏ ସମ୍ପର୍କରେ ଆଜି ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରାଯାଇଛି । ଧାର୍ଯ୍ୟ ସମୟ ସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Anganwadi Centres Inaugurates Pravati Parida ଉପ-ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ପ୍ରଭାତୀ ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଅର୍ବାନ୍ ମୋବିଲିଟି ଇଣ୍ଡିଆ ସମ୍ମିଳନୀ-୨୦୨୬ ଉଦ୍‌ଘାଟିତ, ସହରୀ ପରିବହନରେ ଡିଜିଟାଲ୍ ବିପ୍ଳବ ଉପରେ ଗୁରୁତ୍ୱ

October 24, 2026

ତାମିଲନାଡୁରେ SIR ଝଡ଼: ବୈଠକରୁ ଓହରିଲେ TVK-DMK, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ତେଜିଲା ରାଜନୀତି!

October 24, 2026

ଦିଲ୍ଲୀ ହାଇକୋର୍ଟରେ ନେହା ବୋରାଙ୍କ ରିଟ୍ ପିଟିସନ୍ ଖାରଜ

October 24, 2026

୨୦୨୭ ପୂର୍ବରୁ ପଞ୍ଜାବରେ ନୂଆ ମେଣ୍ଟ ସମୀକରଣ! ବାଦଲଙ୍କ ବୟାନରେ ବଢ଼ିଲା ଚର୍ଚ୍ଚା

October 24, 2026
Latest News

ଭୁବନେଶ୍ୱରରେ ଅର୍ବାନ୍ ମୋବିଲିଟି ଇଣ୍ଡିଆ ସମ୍ମିଳନୀ-୨୦୨୬ ଉଦ୍‌ଘାଟିତ, ସହରୀ ପରିବହନରେ ଡିଜିଟାଲ୍ ବିପ୍ଳବ ଉପରେ ଗୁରୁତ୍ୱ

October 24, 2026

୧୧ ମାସର ଶିଶୁକୁ ମିଳିଲାନି କ୍ଷୀର, ସିଙ୍ଗାପୁର ଏୟାରଲାଇନ୍ସକୁ ₹୫୦ ହଜାର କ୍ଷତିପୂରଣ ନିର୍ଦ୍ଦେଶ

October 24, 2026

ତାମିଲନାଡୁରେ SIR ଝଡ଼: ବୈଠକରୁ ଓହରିଲେ TVK-DMK, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ତେଜିଲା ରାଜନୀତି!

October 24, 2026

କ୍ରିକେଟ୍‌ର ସମସ୍ତ ଫର୍ମାଟ୍‌ରୁ ଅବସର ନେଲେ ସବ୍ବିନେନୀ ମେଘନା

October 24, 2026

ପରବିନ୍ଦର ଅୱାନା ବିସିସିଆଇ ଜୁନିୟର୍ ଚୟନ କମିଟିର ନୂତନ ଅଧ୍ୟକ୍ଷ

October 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.