Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୯ ପୋଲିସକୁ ଫାଶୀ
ଆଜିର ଖବର

୯ ପୋଲିସକୁ ଫାଶୀ

April 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନ୍ୟାୟିକ ପ୍ରକ୍ରିୟା
ପୋଲିସକୁ ଫାଶୀ

ତାମିଲନାଡୁ: ପୋଲିସ ହେପାଜତରେ ମୃତ୍ୟୁ ମାମଲାରେ ହାଇକୋର୍ଟ ବଡ ରାୟ ପ୍ରଦାନ କରିଛନ୍ତି। ୬ ବର୍ଷ ତଳର ଚାଞ୍ଚଲ୍ୟକର ସତକୁଲମ ଥାନା ହାଜତରେ ବାପ – ପୁଅ ମୃତ୍ୟୁ ମାମଲାରେ ମଦୁରାଇ ଅତିରିକ୍ତ ଜିଲ୍ଲା ସେସନ କୋର୍ଟ ଐତିହାସିକ ରାୟ ଶୁଣାଇଛନ୍ତି। ଏହି ଘଟଣାରେ ୯ ଜଣ ପୋଲିସ କର୍ମଚାରୀଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି ମାନ୍ୟବର କୋର୍ଟ।

ସୂଚନା ଅନୁଯାୟୀ ୨୦୨୦ ଜୁନ୍ ୧୯ରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ସତକୁଲମ ପୋଲିସ ଜୟରାଜ ଏବଂ ବେନିକ୍ସଙ୍କୁ ଗିରଫ କରିଥିଲା। ପୋଲିସ ହେପାଜତରେ ଥାନା ଭିତରେ ସେମାନଙ୍କୁ ଅମାନୁଷିକ ଭାବେ ନିର୍ଯାତନା ଦିଆଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।

ଘଟଣାର ଗମ୍ଭୀରତାକୁ ଦେଖି ସିବିଆଇ ଏହାର ତଦନ୍ତ କରିଥିଲା। ଦୀର୍ଘ ୫ ବର୍ଷର ଶୁଣାଣି ପରେ ପୀଡ଼ିତ ପରିବାରକୁ ନ୍ୟାୟ ମିଳିଛି। ଏହି ଘଟଣାରେ ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ତତ୍କାଳୀନ ଇନ୍ସପେକ୍ଟର, ଦୁଇଜଣ ସବ-ଇନ୍ସପେକ୍ଟର ଏବଂ ୬ ଜଣ କନଷ୍ଟେବଳ। ପୀଡିତ ପରିବାରକୁ ୧ କୋଟି ୪୦ ଲକ୍ଷ ତାଙ୍କ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଜରିମାନା ଅନାଦେୟ ହେଲେ ସମ୍ପତ୍ତି ପାଇଁ କୋର୍ଟ କଡା ନିର୍ଦ୍ଦେଶ ଦେଇଛନ୍ତି।

9thcopsdeathsentence Sathankulam double custodial death case tamilanadu
Share. Facebook Twitter LinkedIn Email WhatsApp Copy Link

Related Posts

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Latest News

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.