Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ
ଆଜିର ଖବର

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଦିନକୁ ଦିନ ବଢି ଚାଲିଛି ଗଞ୍ଜେଇ ଚୋରାଚାଲାଣ । ଫଳ ପେଟିରେ ଗଞ୍ଜେଇ ଚୋରାଚାଲାଣ ବେଳେ ଦୁଇଜଣଙ୍କୁ ଗିରଫ କରିଛି ଭୁବନେଶ୍ୱର ଏନ୍‌ସିବି ଟିମ୍ । କୋରାପୁଟ କାକ୍କିରିଗୁମ୍ମାରୁ ଭୁବନଶ୍ୱେର ଏନ୍‌ସିବି ଟିମ୍ ଚଢାଉ କରି ଦୁଇଜଣଙ୍କୁ ଗିରଫ କରିଛି । କୋରାପୁଟରୁ କୋଲକତା ଗଞ୍ଜେଇ ଚାଲାଣ ବେଳେ ପୋଲିସ୍ ଚଢାଉ କରି ଅପରାଧୀଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଏହି ଚଢାଉରେ ୬ କ୍ୱିଣ୍ଟାଲ୍ ଗଞ୍ଜେଇ ସହିତ ବୋଲୋର ଓ ଭ୍ୟାନ୍‌କୁ ମଧ୍ୟ ଜବତ କରିଛି ପୋଲିସ୍ ।

#ganja trafficking #arrest
Share. Facebook Twitter LinkedIn Email WhatsApp Copy Link

Related Posts

ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ଭାରତୀୟ ରେଳପଥରେ ଅଗ୍ରଣୀ ପୂର୍ବତଟ ରେଳପଥ

October 11, 2026

RBI ର ବଡ଼ ପଦକ୍ଷେପ: ଡଲାର ତୁଳନାରେ ମଜବୁତ ହେବ କି ଟଙ୍କା?

October 11, 2026

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026
Latest News

ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ମଝିଘରିଆଣୀ

October 11, 2026

ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ଭାରତୀୟ ରେଳପଥରେ ଅଗ୍ରଣୀ ପୂର୍ବତଟ ରେଳପଥ

October 11, 2026

RBI ର ବଡ଼ ପଦକ୍ଷେପ: ଡଲାର ତୁଳନାରେ ମଜବୁତ ହେବ କି ଟଙ୍କା?

October 11, 2026

ASSOCHAM’s O-LEAD 2026: କୃତ୍ରିମ ବୁଦ୍ଧିମତ୍ତା ଆଧାରିତ ଶିକ୍ଷା, ଶିଳ୍ପ ଓ ଷ୍ଟାର୍ଟଅପ୍ ଉପରେ ଗୁରୁତ୍ବ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.