Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର
ଆଜିର ଖବର

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆନନ୍ଦପୁର : କାଳବୈଶାଖୀର ତାଣ୍ଡବରେ ଆନନ୍ଦପୁର ର ତିନି ପଞ୍ଚାୟତରେ ୩୦୦ରୁ ଉର୍ଦ୍ଧ୍ୱ ଘର ଭାଙ୍ଗିଯାଇଛିି । ପଣସଡିହା, ମନୋହରପୁର, ଗୟଳମୁଣ୍ଡା ପଞ୍ଚାୟତରେ କାଳବୈଶାଖୀର ତାଣ୍ଡବ ଦେଖାଯାଇଛି । ଏଠାରେ ବଡ଼ବଡ଼ ଗଛ ଉପୁଡ଼ିବା ସହିତ ବିଦ୍ୟୁତ ସରବରାହ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଏପରିକି ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ସୂଚନାଯୋଗ୍ୟ ଆସନ୍ତାକାଲି ଯାଏଁ ସାରା ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।

#Kalabaisakhi #storm
Share. Facebook Twitter LinkedIn Email WhatsApp Copy Link

Related Posts

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026

ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026
Latest News

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026

ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.