Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନ୍ସ ଜାଲରେ ଜଳସେଚନ ଯନ୍ତ୍ରୀ
ଆଜିର ଖବର

ଭିଜିଲାନ୍ସ ଜାଲରେ ଜଳସେଚନ ଯନ୍ତ୍ରୀ

April 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
department raid in madhyapradesh

ଭୁବନେଶ୍ୱର: ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ । କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁର ଆଦି ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚଢାଉ କରିଛି । ପାଖାପାଖି ୭ଲକ୍ଷଟଙ୍କାର ନଗଦ ରାଶି ଜବତ କରାଯାଇଥିବାବେଳେ ସୁନାଗହଣା ମଧ୍ୟ ଜବତ ହୋଇଛି । ୧୩ ଲକ୍ଷ ୪୭ ହଜାର ଟ୍ରାଭେଲ୍ ବିଲ୍ ସହିତ ଅନେକ ଦାମୀ ହାତଘଣ୍ଟା ମଧ୍ୟ ଭିଜିଲାନ୍ସ ବିଭାଗ ଜବତ କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ, ଚଢାଉ ଶେଷ ହେବା ପରେ ସବିଶେଷ ତଥ୍ୟ ମିଳିବ ।

Irrigation engineer vigilanceraid
Share. Facebook Twitter LinkedIn Email WhatsApp Copy Link

Related Posts

Iran US War Update: ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି

April 8, 2026

ଡିଜିଟାଲ ଶାସନକୁ ନୂତନ ଗତି: ‘ବିକଶିତ ପଞ୍ଚାୟତ’ ହ୍ୱାଟସ୍ଆପ୍ ବଟ୍ ଓ ଇ-ମଡ୍ୟୁଲ୍ ଉନ୍ମୋଚନ

April 8, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ପାଇଁ ୭୫ ଦିନିଆ କାଉଣ୍ଟଡାଉନ୍ ଆରମ୍ଭ

April 8, 2026

ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀର ଆତ୍ମହତ୍ୟା

April 8, 2026
Latest News

ଭିଜିଲାନ୍ସ ଜାଲରେ ଜଳସେଚନ ଯନ୍ତ୍ରୀ

April 8, 2026

Assembly Election 2026: କେରଳରେ ସତ୍ତା ପରିବର୍ତ୍ତନର ସଂକେତ

April 8, 2026

Iran US War Update: ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି

April 8, 2026

ଡିଜିଟାଲ ଶାସନକୁ ନୂତନ ଗତି: ‘ବିକଶିତ ପଞ୍ଚାୟତ’ ହ୍ୱାଟସ୍ଆପ୍ ବଟ୍ ଓ ଇ-ମଡ୍ୟୁଲ୍ ଉନ୍ମୋଚନ

April 8, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ପାଇଁ ୭୫ ଦିନିଆ କାଉଣ୍ଟଡାଉନ୍ ଆରମ୍ଭ

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.