Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ
ଆଜିର ଖବର

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ
ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ

ୱାଶିଂଟନ୍‌: ଆମେରିକା-ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣାର ୨୪ ଘଣ୍ଟା ନପୂରୁଣୁ ପୁଣିଥରେ ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା ଦେଖାଯାଇଛି । ଇସ୍ରାଏଲ୍ ଲେବାନନ ଉପରେ ଆକ୍ରମଣ ଜାରି ରଖିଛି । ଏହି ଆକ୍ରମଣରେ ୨୫୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକହଜାରରୁ ଉର୍ଦ୍ଧ୍ୱ ଲୋକେ ଆହତ ହୋଇଥିବାର ସୂଚନା ରହିଛି । ଅପରପକ୍ଷେ ଲେବାନନ ଉପରେ ଇସ୍ରାଏଲର ନିରନ୍ତର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି । ସ୍ଥାନୀୟ ପ୍ରତିଶୋଧମୂଳକ ପଦକ୍ଷେପ ନେଇ, ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଟ୍ୟାଙ୍କରଗୁଡ଼ିକର ପଥକୁ ଅବରୋଧ କରିଛି। ଏହି ସମୟରେ ହିଜବୋଲା ମଧ୍ୟ ଚେତାବନୀ ଦେଇଛି ଯେ, ଯଦି ଲେବାନନକୁ ଯୁଦ୍ଧବିରତି ଚୁକ୍ତିନାମାରେ ଅନ୍ତର୍ଭୁକ୍ତ କରା ନ ଯାଏ, ତେବେ ଏହି ଚୁକ୍ତି ଭାଙ୍ଗିପାରେ। ଯଦି ଇସ୍ରାଏଲ ଏହାର ଆକ୍ରମଣ ଜାରି ରଖେ, ତେବେ ଏହା ପ୍ରତିଶୋଧର ସମ୍ମୁଖୀନ ହେବ ବୋଲି ସଂଗଠନ କହିଛି।

#WarUpdate #Lebanan #Israeli
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.