Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ୬୯ତମ SGFI ରଗବୀ ଚାମ୍ପିଅନସିପ୍ ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ
ଆଜିର ଖବର

ଭୁବନେଶ୍ୱରରେ ୬୯ତମ SGFI ରଗବୀ ଚାମ୍ପିଅନସିପ୍ ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ

April 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Under-14 Category Competition Begins at 69th SGFI Rugby Championship
Under-14 Category Competition Begins at 69th SGFI Rugby Championship

ଭୁବନେଶ୍ୱର: ଓଡ଼ିଶାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ରଗବୀ ଚାମ୍ପିଅନସିପ୍ ୨୦୨୫-୨୬ ରେ ଆଜି ଠାରୁ ୧୪ ବର୍ଷରୁ କମ୍ ବାଳକ ଓ ବାଳିକା ବର୍ଗର ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହି ଚାମ୍ପିଅନସିପ୍ରେ ଦେଶର ୧୪ଟି ରାଜ୍ୟରୁ ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଉଭୟ ବାଳକ ଓ ବାଳିକା ବର୍ଗର ଅଂଶଗ୍ରହଣ କରିଛନ୍ତି।

ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡ଼ା. ଏନ୍. ତିରୁମାଲା ନାୟକ କାର୍ଯକ୍ରମରେ ଉପସ୍ଥିତ ରହି ଯୁବ ଖେଳାଳିମାନଙ୍କୁ ସ୍ୱାଗତ କରିଥିଲେ। ସେ ଖେଳାଳୀମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ଉତ୍ତମ ପ୍ରଦର୍ଶନ କରିବାକୁ ଶୁଭକାମନା ଜଣାଇବା ସହ ଖେଳୁଆଡ ମନୋଭାବ ନେଇ ଖେଳିବାକୁ ଅନୁପ୍ରେରିତ କରିଥିଲେ। ସେ ଯୁବ ଖେଳାଳୀମାନଙ୍କର ଉତ୍ସାହ ଓ ନିଷ୍ଠାକୁ ପ୍ରଶଂସା କରିବା ସହ ଏପରି ଚାମ୍ପିଅନସିପ୍ ମାଧ୍ୟମରେ ତୃଣମୂଳସ୍ତରରେ ଖେଳକୁ ପହଞ୍ଚାଯାଇପାରିବ ବୋଲି ମତ ପ୍ରକାଶ କରିଥିଲେ।

ଏହି ଅବସରରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିରେନ୍ଦ୍ର କରକରା ଓ ସହକାରୀ ନିର୍ଦ୍ଦେଶକ (ପି.ଇ.ଟି) ଜ୍ୟୋତି ପ୍ରସାଦ ପରିଡା ମଧ୍ୟ ଉପସ୍ଥିତ ଥିଲେ। ସେମାନେ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

SGFI Rugby Championship SGFI ରଗବୀ ଚାମ୍ପିଅନସିପ୍ Under-14 Category କଳିଙ୍ଗ ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026

ଇରାନ ଯୁଦ୍ଧ ଯୋଗୁଁ ବିଶ୍ୱ ଅର୍ଥନୀତିରେ ଗୁରୁତର ବିପର୍ଯ୍ୟୟ ଆଶଙ୍କା

April 9, 2026
Latest News

ଭୁବନେଶ୍ୱରରେ ୬୯ତମ SGFI ରଗବୀ ଚାମ୍ପିଅନସିପ୍ ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ

April 10, 2026

ବ୍ୟାପକ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ୟୁଏଇ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ

April 10, 2026

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.