Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
ଆଜିର ଖବର

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ୩୮ତମ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । ପଞ୍ଚାୟତିରାଜ, ନିର୍ମାଣ, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ସାଧାରଣ ପ୍ରଶାସନ ବିଭାଗ ସମେତ ଆଉ କେତେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି । ସେହିପରି ନିର୍ମାଣ ବିଭାଗ ପକ୍ଷରୁ ଏକ ଗୁୁରୁତ୍ୱପୂର୍ଣ୍ଣ ସେତୁର ଟେଣ୍ଡର ପ୍ରସ୍ତାବ ମଧ୍ୟ ଆସିବାକୁ ରହିଛି।

#cabinetmeeting #Odisha
Share. Facebook Twitter LinkedIn Email WhatsApp Copy Link

Related Posts

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026
Latest News

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.