Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ
ଆଜିର ଖବର

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ପ୍ରକାଶ କଲେ ଅମିତ ଶାହ
ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ପ୍ରକାଶ କଲେ ଅମିତ ଶାହ

କୋଲକତା: ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ନିର୍ବାଚନ ପ୍ରଚାର ଜୋରଦାର ଚାଲିଛି। ଆଜି ବରିଷ୍ଠ ବିଜେପି ନେତା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗରେ ବିଜେପି ଇସ୍ତାହାର ପ୍ରକାଶ କରିଛନ୍ତି।

କୋଲକାତାର ନ୍ୟୁ ଟାଉନରେ ଇସ୍ତାହାର ପ୍ରକାଶ କରି ଅମିତ ଶାହ କହିଛନ୍ତି ଯେ, “ଆମେ ସୁନାର ବଙ୍ଗଳା ନିର୍ମାଣ ପାଇଁ ପ୍ରତିବଦ୍ଧ। ଏହି ଇସ୍ତାହାର ବଙ୍ଗଳାକୁ ବିକାଶର ପଥ ଦେଖାଇବ ଏବଂ ଆମେ ବଙ୍ଗଳାର ପୁନଃନିର୍ମାଣ ଆରମ୍ଭ କରିବୁ।”

ସେ କହିଛନ୍ତି ଯେ, ଆମ ସରକାର ଅନୁପ୍ରବେଶ ବିରୁଦ୍ଧରେ ଶୂନ୍ୟ ସହନଶୀଳତାର ନୀତି ଗ୍ରହଣ କରିବ। ଏହା ସହିତ, ଅମିତ ଶାହ ଆଜି ଦେବରାରେ ଏକ ରାଲିକୁ ସମ୍ବୋଧିତ କରିବେ। ସେ ସନ୍ଧ୍ୟା ୫ଟାରେ ଖଡ଼ଗପୁରରେ ଏକ ରୋଡ୍ ଶୋ ମଧ୍ୟ କରିବେ।

amit shah Assembly Election BJP Election-2026 westbengal election
Share. Facebook Twitter LinkedIn Email WhatsApp Copy Link

Related Posts

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026
Latest News

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.