Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ
ଆଜିର ଖବର

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କନାଳ: ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ଆମ୍ବୁଲାନ୍ସ ପିଟିଦେଇଥିବାବେଳେ ଆଟେଣ୍ଡାନ୍ସର ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭରଜଣକ ଗୁରୁତର ଅବସ୍ଥାରେ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି । ମୋଟାଙ୍ଗ ଥାନା ଏନ୍‌ଏଚ୍ – ୫୫ ହଳଦିଆବାହଳ ନିକଟରେ ଏହି ଦୁର୍ଘଟଣା ଘଟିଛି । ଭୁବନେଶ୍ୱରରରେ ରୋଗୀ ଛାଡ଼ି ଫେରୁଥିବାବେଳେ ଆମ୍ବୁଲାନ୍ସଟି ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ପିଟିଦେଇଥିଲା ।

#RoadAccident #OneDead
Share. Facebook Twitter LinkedIn Email WhatsApp Copy Link

Related Posts

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ସୁଧୀର ହତ୍ୟା ମାମଲା : ଆଉ ଦୁଇ ଦିନ ରିମାଣ୍ଡ ଅନୁମତି

May 1, 2026

ସାପୁଆ ଡ୍ୟାମରେ ଅଘଟଣ

May 1, 2026

ଶ୍ରମିକଙ୍କୁ ଭେଟି ଦେଲେ ମୋହନ ସରକାର: ବଢିଲା ଶ୍ରମିକଙ୍କ ମଜୁରୀ

May 1, 2026
Latest News

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026

ସୁଧୀର ହତ୍ୟା ମାମଲା : ଆଉ ଦୁଇ ଦିନ ରିମାଣ୍ଡ ଅନୁମତି

May 1, 2026

ସାପୁଆ ଡ୍ୟାମରେ ଅଘଟଣ

May 1, 2026

ଶ୍ରମିକଙ୍କୁ ଭେଟି ଦେଲେ ମୋହନ ସରକାର: ବଢିଲା ଶ୍ରମିକଙ୍କ ମଜୁରୀ

May 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.