Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ମୋ’ ସରକାର’ ଯୋଜନାକୁ ତୀବ୍ର ସମାଲୋଚନା କଲା ବିଜେପି
ଆଜିର ଖବର

‘ମୋ’ ସରକାର’ ଯୋଜନାକୁ ତୀବ୍ର ସମାଲୋଚନା କଲା ବିଜେପି

August 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟସରକାରଙ୍କ ମୋ’ ସରକାର କାର୍ଯ୍ୟକ୍ରମକୁ ବିଜେପିର ତୀବ୍ର ସମାଲୋଚନା ।  ମୋ’ ସରକାର ଏକ ହାସ୍ୟାସ୍ପଦ କଥା, ମିଛ କହିବା ବନ୍ଦ କରନ୍ତୁ ମୁଖ୍ୟମନ୍ତ୍ରୀ ବୋଲି ଦାବି କରିଛି ବିଜେପି । ଅଭିଯୋଗ ଶୁଣିବାକୁ ଯାହାର ଧୈର୍ଯ୍ୟ ନାହିଁ ସେ ଫୋନ୍‌ରେ କ’ଣ ସମସ୍ୟା ବୁଝିବେ । ଯାହାର କଥା କହିବାର ଦକ୍ଷତା ନାହିଁ ସେ ଫୋନ୍‌ରେ କ’ଣ ସମସ୍ୟା ବୁଝିବେ ବୋଲି କହିଛନ୍ତି  ବିଜେପିର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ । ଆଜି ୭୩ତମ ସ୍ବାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ‘ମୋ ସରକାର’ ଯୋଜନା ଆରମ୍ଭ କରାଯିବ ବୋଲି କହିଥିଲେ ।  ଏହି ଯୋଜନାକୁ ଟାର୍ଗେଟ୍‌ କରିଛି ବିଜେପି । ସେହିପରି ସରକାରୀ କର୍ମଚାରୀଙ୍କ କାର୍ଯ୍ୟକାଳ ସରିବା ପୂର୍ବରୁ ଅଫିସରଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ମଧ୍ୟ ପ୍ରତିକ୍ରିୟା ରଖିଛି ବିଜେପି । ପୂର୍ବରୁ ଏଭଳି ହେଉନଥିଲା, ୨୦ ବର୍ଷ ହେଲାଣି ଏଭଳି ହେଉଛି । ତୃତୀୟ ମହଲାର ଅଫିସର ଏସବୁ ପରିଚାଳନା କରୁଛନ୍ତି ବୋଲଇ କହିଛି ବିଜେପି ।  ତଳସ୍ତରର ଅଫିସରଙ୍କ ନିର୍ଦ୍ଦେଶ ସମ୍ମାନସ୍ପଦ ବ୍ୟକ୍ତି ଗ୍ରହଣ କରୁନାହାନ୍ତି । ନବୀନ ତୃତୀୟ ମହଲାରେ ପ୍ରଥମେ ସଂସ୍କାର ଆଣନ୍ତୁ ବୋଲି ପୃଥିୀରାଜ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Latest News

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.