Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା
ଆଜିର ଖବର

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେବ ବୋଲି ସୂଚନା ରହିଛି । ଆଜି ପାଇଁ ୧୧ ଜିଲ୍ଲାକୁ ଗରମ ଓ ଗୁଳିଗୁଳି ପାଇଁ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କାଲି ପାଇଁ ବରଗଡ଼ ଜିଲ୍ଲାକୁ ହିଟ୍ ୱେଭ୍ ଚେତବାନୀ ଦିଆଯାଇଥିବାବେଳେ ଆସନ୍ତା ୧୭ ତାରିଖ ଯାଏଁ ଖରା ବଢିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛନ୍ତି । ଆଗାମୀ ସାତ ଦିନ ଯାଏଁ ଗରମରୁ ନିସ୍ତାର ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାବେଳେ ପଣା ସଂକ୍ରାନ୍ତିଠାରୁ ଗରମ ଆହୁରି କଲବଲ କରିବ ବୋଲି ସୂଚନା ରହିଛି ।

#Heatwave #Odisha
Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026
Latest News

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳକ ମୃତ

April 12, 2026

ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ବିଫଳ

April 12, 2026

ବନ୍ତାରା ପକ୍ଷରୁ ବନ୍ୟପ୍ରାଣୀ ଏବଂ ପଶୁଚିକିତ୍ସା ବିଜ୍ଞାନ ପାଇଁ ବିଶ୍ୱର ପ୍ରଥମ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ଶୁଭାରମ୍ଭ

April 12, 2026

ଦେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା ଅଭିଯୋଗରେ ଭୁବନେଶ୍ବରରୁ ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୁଲିସ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.