Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା
ଆଜିର ଖବର

ଗରମ ଓ ଗୁଳିଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

April 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେବ ବୋଲି ସୂଚନା ରହିଛି । ଆଜି ପାଇଁ ୧୧ ଜିଲ୍ଲାକୁ ଗରମ ଓ ଗୁଳିଗୁଳି ପାଇଁ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କାଲି ପାଇଁ ବରଗଡ଼ ଜିଲ୍ଲାକୁ ହିଟ୍ ୱେଭ୍ ଚେତବାନୀ ଦିଆଯାଇଥିବାବେଳେ ଆସନ୍ତା ୧୭ ତାରିଖ ଯାଏଁ ଖରା ବଢିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛନ୍ତି । ଆଗାମୀ ସାତ ଦିନ ଯାଏଁ ଗରମରୁ ନିସ୍ତାର ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାବେଳେ ପଣା ସଂକ୍ରାନ୍ତିଠାରୁ ଗରମ ଆହୁରି କଲବଲ କରିବ ବୋଲି ସୂଚନା ରହିଛି ।

#Heatwave #Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଆରମ୍ଭ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ ମୃତ୍ତିକା ’- ୨୦୨୬

November 1, 2026

ରାଜସ୍ଥାନରେ ଭିଲ୍ଲା ସ୍କାମ୍: ଆଇଏଏସ୍-ଆଇପିଏସ୍ ଦମ୍ପତିଙ୍କ ବିରୁଦ୍ଧରେ ତଦନ୍ତ ଆରମ୍ଭ

November 1, 2026

WTC ପଏଣ୍ଟ ଟେବୁଲରେ ବଡ଼ ଓଲଟପାଲଟ: ପ୍ରଥମରୁ ତୃତୀୟକୁ ଖସିଲା ଅଷ୍ଟ୍ରେଲିଆ

November 1, 2026

‘ସାଂସଦ ନିଯୁକ୍ତି ପ୍ରୟାସ’ ମାଧ୍ୟମରେ ୨୫୬ ମହିଳାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ଅପରାଜିତା ଷଡ଼ଙ୍ଗୀ

November 1, 2026
Latest News

ଆରମ୍ଭ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ ମୃତ୍ତିକା ’- ୨୦୨୬

November 1, 2026

ରାଜସ୍ଥାନରେ ଭିଲ୍ଲା ସ୍କାମ୍: ଆଇଏଏସ୍-ଆଇପିଏସ୍ ଦମ୍ପତିଙ୍କ ବିରୁଦ୍ଧରେ ତଦନ୍ତ ଆରମ୍ଭ

November 1, 2026

WTC ପଏଣ୍ଟ ଟେବୁଲରେ ବଡ଼ ଓଲଟପାଲଟ: ପ୍ରଥମରୁ ତୃତୀୟକୁ ଖସିଲା ଅଷ୍ଟ୍ରେଲିଆ

November 1, 2026

ଧ୍ରୁବ ରାଠୀଙ୍କ ବିରୋଧରେ ନୂଆ ୱାରେଣ୍ଟ ଜାରି କଲେ ଦିଲ୍ଲୀ କୋର୍ଟ

November 1, 2026

୨୦୨୭ ପଞ୍ଜାବ ନିର୍ବାଚନ : ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଆପ୍, ଧୁରୀରୁ ଲଢ଼ିବେ ଭଗୱନ୍ତ ମାନ

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.