Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ
ଆଜିର ଖବର

ଚାଲିଗଲେ ଆଶା ଭୋସ୍‌ଲେ : ୯୨ ବର୍ଷରେ ଆଖି ବୁଜିଲେ

April 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଖ୍ୟାତ ଗାୟିକା ଆଶା ଭୋଁସଲେ
ପ୍ରଖ୍ୟାତ ଗାୟିକା ଆଶା ଭୋଁସଲେଙ୍କ ଗୀତକୁ ଏଆଇ ବ୍ୟବହାର କରି ବ୍ୟବସାୟକୁ ନିଷେଧ କଲେ କୋର୍ଟ

ମୁମ୍ବାଇ: କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେ ଆଉ ଆମ ଗହଣରେ ନାହାନ୍ତି । ମୁମ୍ବାଇ ବ୍ରିଚ୍ କାଣ୍ଡି ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ୯୨ ବର୍ଷୀୟ ଆଶାଙ୍କର ଗତକାଲି ହୃଦ୍‌ଘାତ ହୋଇଥିଲା ଓ ସେ ମୁମ୍ବାଇର ବ୍ରିଚ୍ କାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବାର ତାଙ୍କ ପୁତ୍ର ଆନନ୍ଦ ଭୋସ୍‌ଲେ ସୂଚନା ଦେଇଛନ୍ତି ।

ଭାରତୀୟ ସିନେମା ଜଗତର ଜଣେ କିମ୍ବଦନ୍ତୀ ତଥା ଲୋକପ୍ରିୟ ପ୍ରଚ୍ଛଦପଟ୍ଟ ଗାୟିକା । ତାଙ୍କ ମୃତ୍ୟୁରେ ଭାରତୀୟ ସଙ୍ଗୀତ ଜଗତରେ ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି ।

#ashbhosle death
Share. Facebook Twitter LinkedIn Email WhatsApp Copy Link

Related Posts

ଅଣସରର ଏକାଦଶ ଦିନ: ଆଜି ଚକାବିଜେ କରିବେ ମହାପ୍ରଭୁ, କାଲି ଦଶମୂଳମୋଦକ ସେବନ ପରେ ସୁସ୍ଥ ହେବେ ଶ୍ରୀଜିଉ

July 10, 2026

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026
Latest News

ଅଣସରର ଏକାଦଶ ଦିନ: ଆଜି ଚକାବିଜେ କରିବେ ମହାପ୍ରଭୁ, କାଲି ଦଶମୂଳମୋଦକ ସେବନ ପରେ ସୁସ୍ଥ ହେବେ ଶ୍ରୀଜିଉ

July 10, 2026

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026

ସୀମାନ୍ତ ଜିଲ୍ଲା ପୁଲିସ ଅଧୀକ୍ଷକ ସମ୍ମିଳନୀ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.