Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ବଢୁଛି ତାତି: ୪୦ ଡିଗ୍ରୀ ଉପରେ ୬ଟି ସହର
ଆଜିର ଖବର

ରାଜ୍ୟରେ ବଢୁଛି ତାତି: ୪୦ ଡିଗ୍ରୀ ଉପରେ ୬ଟି ସହର

April 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ତାତି ବଢିଛି । ରାଜ୍ୟରେ ହିଟ୍‌ୱେଭ୍ ନେଇ ସତର୍କ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୪୦ ଡିଗ୍ରୀ ଉପରେ ୬ଟି ସହର ରହିଛି । ଏହି କ୍ରମରେ ଟିଟିଲାଗଡ଼ ୪୧.୫ ଡିଗ୍ରୀ, ବଲାଙ୍ଗିର ଓ ଭବାନୀପାଟଣା ୪୧ ଡିଗ୍ରୀ, ଝାରସୁଗୁଡ଼ା ୪୦.୭ ଡିଗ୍ରୀ, ସମ୍ବଲପୁର ୪୦.୧ ଡିଗ୍ରୀ, ହୀରାକୁଦ ୪୦ ଡିଗ୍ରୀ, ଭୁବନେଶ୍ୱରରେ ୩୭.୭ ଡିଗ୍ରୀ ଓ କଟକର ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ୭ ଦିନ ଧରି ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

#Heatwave #Temperature
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.