Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋ’ ସରକାର ଯୋଜନା ଏକ ପ୍ରହସନ : କଂଗ୍ରେସ
ଆଜିର ଖବର

ମୋ’ ସରକାର ଯୋଜନା ଏକ ପ୍ରହସନ : କଂଗ୍ରେସ

August 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋ’ ସରକାର କାର୍ଯ୍ୟକ୍ରମକୁ କଂଗ୍ରେସ ମଧ୍ୟ ତୀବ୍ର ସମାଲୋଚନା କରିଛି । କଂଗ୍ରେସର ବରିଷ୍ଠ ବିଧାୟକ ସୁରେଶ ରାଉତରାୟ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହା ସରକାରଙ୍କ ଏକ ପ୍ରହସନ । ଥାନାରେ ଦୁର୍ନୀତି ଭର୍ତ୍ତି ହୋଇଥିବାବେଳେ ମେଡ଼ିକାଲରେ ଭିତ୍ତିଭୂମି ନାହିଁ । ଏପରି ସ୍ଥିତିରେ ଯୋଜନା କିପରି କାର୍ଯ୍ୟକାରୀ ହେବ ବୋଲି ପ୍ରଶ୍ନ କରିଛନ୍ତି ସୁର  ରାଉତରାୟ । ସେହିପରି ଏହି ଯୋଜନା ସମ୍ପର୍କରେ ଏଆଇସିସି ସମ୍ପାଦକ ଶରତ ରାଉତ ପ୍ରତିକ୍ରିୟା ରଖିଛନ୍ତି । ମୋ’ ସରକାର କାର୍ଯ୍ୟକ୍ରମକୁ ସ୍ବାଗତ କରିବା ସହିତ, ଏହାର କାର୍ଯ୍ୟକାରିତାକୁ ନେଇ ସନ୍ଦେହ ପ୍ରକଟ କରିଛନ୍ତି ଶରତ । ମୁଖ୍ୟମନ୍ତ୍ରୀଙ୍କ ସଦ୍‌ଭାବନା ଆସିଛି, ଏଥର ଲୋକଙ୍କ ସମସ୍ୟା ବୁଝିବେ । କିନ୍ତୁ ରାଜ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜ୍ଞାନ, ଗରିମା ଓ ଧ୍ୟାନ ନାହିଁ  ବୋଲି କହିଛନ୍ତି ଶରତ । ସେହିପରି କଂଗ୍ରେସ ଦଳ ସମ୍ପର୍କରେ ପ୍ରତିକ୍ରିୟା ରଖି କହିଛନ୍ତି ଯେ, କଂଗ୍ରେସକୁ ଆଉ ସର୍ବନାଶ ନ କରି ନିଜର ସ୍ବାର୍ଥ ପରିହାର କରି କଂଗ୍ରେସ ସ୍ବାର୍ଥକୁ ଦେଖିବା ଉଚିତ୍‌ ବୋଲି କହିଛନ୍ତି ଶରତ ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.