Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ
ଆଜିର ଖବର

ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ

April 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ
ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ
ଭୁବନେଶ୍ୱର: ଆସାମର ବିବାଦୀୟ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ହେମନ୍ତ ବିଶ୍ୱଶର୍ମା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେଙ୍କ ପ୍ରତି ଅଶାଳୀନ ଟିପ୍ପଣୀ ବିରୁଦ୍ଧରେ ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଉପଲକ୍ଷେ ଜିଲ୍ଲା କଂଗ୍ରେସ କମିଟି ସଭାପତି ପ୍ରକାଶ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନେ କଂଗ୍ରେସ ଭବନରୁ ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଓ କୁଶପୁତ୍ତଳିକା ଦାହ କରିଥିଲେ।
ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଶିବାନନ୍ଦ ରାୟ, ମନୋରଞ୍ଜନ ଦାସ, ସୁଦର୍ଶନ ଦାସ, ପ୍ରଶାନ୍ତ ଚମ୍ପତି, ମିହିରି ଆଚାର୍ଯ୍ୟ, ଅଶୋକ ଦାସ, ରାଜୁ ବାରିକ, ଆଲୋକ ମହାନ୍ତି, ଯୋଗୀ ନାୟକ, କୌଳାସ ସାହୁ, ଜୟକୃଷ୍ଣ ସୁବୁଧି, ଜୟକୃଷ୍ଣ ମାଲିଆ, ଦେଓ ପ୍ରସାଦ, ଆତ୍ମାରାମ ପତି, ସରୋଜ ଲେଙ୍କା,ବୁଲୁ ପତି, ଅମୀତା ବିଶ୍ୱାଳ, ସୁନିତା ବିଶ୍ୱାଳ, ଶ୍ରୀୟା ପଣ୍ଡା, ଶ୍ରୀୟା ମହାନ୍ତି, ସୁର୍ଯ୍ୟକାନ୍ତ ଜେନା, ଲାଲୁ ଅହମ୍ମଦ, ଆଦିତ୍ୟ ଅଂଶୁମାନ ପାତ୍ର, ଅଂଶୁମାନ ପତି, ଆରୟାନ ପାତ୍ର, ଚନ୍ଦନ ସାହୁ, ଚଣ୍ଡି ପ୍ରସାଦ ମହାପାତ୍ର, ଦେବେଶ କୁମାର ସୁତାର ଓ ବଳଦେବ ରଥ ପ୍ରମୁଖ ଉପସ୍ଥିତ ଥିଲେ।
ଆସାମ ମୁଖ୍ୟମନ୍ତ୍ରୀ କୁଶପୁତ୍ତଳିକା ଦାହ ଭୁବନେଶ୍ୱର କଂଗ୍ରେସ ହିମନ୍ତ ବିଶ୍ୱ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026

ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ

May 10, 2026
Latest News

ଶୁଭେନ୍ଦୁ ଅଧିକାରୀଙ୍କ ପରାମର୍ଶଦାତା ରୂପେ ନିଯୁକ୍ତ ହେଲେ ପୂର୍ବତନ ଆଇଏଏସ୍ ଅଧିକାରୀ ସୁବ୍ରତ ଗୁପ୍ତା

May 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.