Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida briefs Media on Nari Shakti Vandan Adhiniyam
Pravati Parida

‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏପ୍ରିଲ ୧୬ରୁ ୧୮ ଯାଏଁ ୩ ଦିନ ସଂସଦରେ ନାରୀ ଶକ୍ତି ପାଇଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି। ସଂସଦରେ ମହିଳା ସଂରକ୍ଷଣ ପାଇଁ ସ୍ବତନ୍ତ୍ର ଅଧିବେଶନ କରାଯାଇ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ଲାଗୁ କରାଯିବ। ଏହା ବିକଶିତ ଭାରତର ସ୍ୱପ୍ନର ସଫଳ ରୂପାୟନ କରିବା ପାଇଁ ଆଧାରଶୀଳା ହେବ। ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ସମର୍ଥନ କରିବା ପାଇଁ ୯୬୬୭୧୭୩୩୩୩ ରେ ମିସ୍ଡ କଲ୍ କରିବାକୁ ଆହ୍ୱାନ କରାଯାଇଛି।

ଏହି ଅବସରରେ ପଦଯାତ୍ରା, ସ୍କୁଟି ଶୋଭାଯାତ୍ରା ଓ ସଭା ମାଧ୍ୟମରେ ନାରୀଶକ୍ତିର ବିଜୟର ଏହି ଦିନଗୁଡ଼ିକୁ ଆହୁରି ସ୍ମରଣୀୟ କରିବାକୁ ସେ ଆହ୍ୱାନ ଦେଇଛନ୍ତି। ନାରୀମାନଙ୍କ ଅଧିକାର ପାଇଁ ସାତ ସୁତ୍ରି ଫର୍ମୁଲା ଆପଣା ଯାଇଛି। ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ସଶକ୍ତିକରଣ, ସ୍ବାବଲମ୍ବୀ, ସମ୍ମାନଜନକ ନେତୃତ୍ବ ଏହାକୁ ଆଧାର କରି ମହିଳା ସଂରକ୍ଷଣ ବିଲ୍ ପାରିତ କରାଯିବ ବୋଲି ସେ କହିଛନ୍ତି।

Nari Shakti Vandan Adhiniyam Pravati Parida ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରଭାତୀ ପରିଡା ରାଜ୍ୟ ବିଜେପି କାର୍ଯ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୩ ତାରିଖ ସୋମବାରରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ଭାଗ୍ୟଶାଳି

April 13, 2026

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026
Latest News

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026

ଆଜି ଏପ୍ରିଲ ୧୩ ତାରିଖ ସୋମବାରରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ଭାଗ୍ୟଶାଳି

April 13, 2026

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.