Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ
ଆଜିର ଖବର

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ
ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

ନୂଆଦିଲ୍ଲୀ: ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ ତୃଣମୂଳ କଂଗ୍ରେସ (ଟିଏମସି)ରେ ଯୋଗଦେଇଛନ୍ତି। ଏହି ଅବସରରେ ରାଜ୍ୟ ଶିକ୍ଷା ମନ୍ତ୍ରୀ ବ୍ରାତ୍ୟ ବସୁ ଏବଂ ଦଳର ସାଂସଦ କୀର୍ତ୍ତି ଆଜାଦ ଉପସ୍ଥିତ ଥିଲେ। ଟିଏମସିରେ ଯୋଗଦେବା ପରେ ଚନ୍ଦ୍ର ବୋଷ ବିଜେପି ଉପରେ କଡ଼ା ଆକ୍ରମଣ କରିଥିଲେ। ସେ କହିଥିଲେ ଯେ, ବିଜେପିର ନୀତି ଖୋଲାଖୋଲି ସାମ୍ପ୍ରଦାୟିକ ଏବଂ ସମ୍ବିଧାନ ବିରୋଧୀ। ତାଙ୍କ ଅନୁସାରେ, ବିଜେପି ନିର୍ବାଚନ ଜିତିବା ପାଇଁ ଧର୍ମକୁ ବ୍ୟବହାର କରେ, ଯାହା ସମାଜକୁ ବିଭାଜିତ କରେ।

ଚନ୍ଦ୍ର ବୋଷ ଆହୁରି କହିଥିଲେ ଯେ, ବ୍ରିଟିଶମାନେ ସେମାନଙ୍କ ଶାସନ କାଳରେ ସମାନ ନୀତି ଗ୍ରହଣ କରିଥିଲେ ଏବଂ ଦେଶକୁ ବିଭାଜିତ କରିବାକୁ ଚେଷ୍ଟା କରିଥିଲେ। ସେ କହିଥିଲେ ଯେ, ଯେପରି ଭାରତ ବ୍ରିଟିଶମାନଙ୍କୁ ଦେଶରୁ ବିତାଡିତ କରିଥିଲା, ସେହିପରି ବିଜେପିକୁ କ୍ଷମତାରୁ ବିତାଡିତ କରିବାର ସମୟ ଆସିଛି। ଉଲ୍ଲେଖନୀୟ ଯେ, ଚନ୍ଦ୍ର ବୋଷ ୨୦୨୩ ମସିହାରେ ବିଜେପି ଛାଡିଥିଲେ ଏବଂ ଏବେ ଟିଏମସିରେ ଯୋଗ ଦେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଭୂମିକା ଆରମ୍ଭ କରିଛନ୍ତି।

Subash chandra Bosh WB Election 2026 West Bengal Assembly Election West Bengal Election 2026
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା

May 20, 2026

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026
Latest News

ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା

May 20, 2026

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.