Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାଡ଼ାବାନ୍ତିରେ ଚିକିତ୍ସିତ ହେଉଥିବା ଛାତ୍ରୀଙ୍କ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ
ଆଜିର ଖବର

ଝାଡ଼ାବାନ୍ତିରେ ଚିକିତ୍ସିତ ହେଉଥିବା ଛାତ୍ରୀଙ୍କ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

April 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାରିପଦା: ରାସଗୋବିନ୍ଦପୁର ଝାଡ଼ାବାନ୍ତିରେ ଚିକିତ୍ସିତ ହେଉଥିବା ଛାତ୍ରୀମାନଙ୍କ ମଧ୍ୟରୁ ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି । ମୃତ ଛାତ୍ରୀ ଜଣକ ୫ମ ଶ୍ରେଣୀର ହୋଇଥିବାର ସୂଚନା ରହିଛି ।
ସୂଚନାଯୋଗ୍ୟ, ମୟୂରଭଞ୍ଜ ରାସଗୋବିନ୍ଦପୁର କକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ଗତ ଦୁଇଦିନ ତଳେ ପଖାଳ ଭାତ ଖାଇ ଝାଡ଼ାବାନ୍ତିରେ ପଡ଼ିଥିଲେ ୧୫୦ ଉର୍ଦ୍ଧ୍ୱ ଛାତ୍ରୀ । ସମସ୍ତ ଛାତ୍ରୀ ରାସଗୋବିନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ହୋଇପଡ଼ିଥିଲା ଏବଂ ଆଇସିୟୁରେ ଥିଲେ । ମାତ୍ର ଆଜି ତାଙ୍କର ମୃତ୍ୟୁ ଘଟିଛି । ତେବେ ପଖାଳ ଭାତ ଖାଇ ଛାତ୍ରୀମାନେ ଝାଡ଼ାବାନ୍ତିରେ ପଡ଼ିବା ଘଟଣାକୁ ନେଇ ତଦନ୍ତ ଚାଲିଛି । ଏବଂ ଏଥିପାଇଁ ଦାୟୀ କିଏ ସେ ନେଇ ତଦନ୍ତ ଚାଲିଛି ।  ଏହି ଘଟଣାରେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ । ମୃତ ଛାତ୍ରୀଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଘୋଷଣା କରାଯାଇଛି ।

ଛାତ୍ରୀ ମୃତ୍ୟୁ ଝାଡ଼ାବାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Latest News

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.