Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକ୍ରମଙ୍କୁ ମିଳିଲାନି ପଦକ
ଆଜିର ଖବର

ବିକ୍ରମଙ୍କୁ ମିଳିଲାନି ପଦକ

August 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ ବାସିନ୍ଦା ଭାରତକୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କୁ ମୁକ୍ତ କରିବା ପାଇଁ ଅନୁରୋଧ କରିଛନ୍ତି। ୧୯୪୮ ମାର୍ଚ୍ଚ ୨୭ରେ ପାକିସ୍ତାନ ବାଲୁଚିସ୍ତାନକୁ ବଳପୂର୍ବକ ଅଧିକୃତ କରିଥିଲା। ସେବେଠାରୁ ଏଠାକାର ବାସିନ୍ଦା ପାକିସ୍ତାନରୁ ଅଲଗା ହେବା ପାଇଁ ସଂଗ୍ରାମ ଜାରି ରଖିଛନ୍ତି। ବାଲୁଚିସ୍ଥାନର ଗ୍ବାଦର ବନ୍ଦର ଇରାନ୍‌, ଭାରତ ଏବଂ ଆଫଗାନିସ୍ତାନ ମଝିରେ ରହିଛି। ପାକିସ୍ତାନ ନ ଯାଇ ସିଧା ଭାରତରୁ ଏହା ମଧ୍ୟ ଦେଇ ଆଫଗାନିସ୍ତାନରେ ପହଞ୍ଚିହେବ। ୧୯୪୭ ଅଗଷ୍ଟ ୧୧ରେ ବ୍ରିଟିଶ୍‌ କବଳରୁ ବାଲୁଚିସ୍ତାନକୁ ମୁକ୍ତି ମିଳିଥିଲା। ତେବେ ପାକିସ୍ତାନ ଏହି ଅଞ୍ଚଳକୁ ନିଜର ଅଂଶ ଭାବେ ଗ୍ରହଣ କରିଛି। ଏହି ଅଞ୍ଚଳ ଦୀର୍ଘ ସମୟ ଧରି ପାକିସ୍ତାନ ସରକାରଙ୍କ ଉପେକ୍ଷାର ଶିକାର ହେଉଥିବା କୁହାଯାଉଛି। ଏଠାକାର ବାସିନ୍ଦା ସ୍ବାଧୀନତା ପାଇଁ ପାକିସ୍ତାନ ବିରୋଧରେ ସଂଗ୍ରାମ ଜାରି ରଖିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Latest News

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.