Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇଙ୍କ ସହ ପୁରୁଣା ଦିନର ଫଟୋକୁ ସେୟାର୍‌ କଲେ ପ୍ରିୟଙ୍କା
ଆଜିର ଖବର

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇଙ୍କ ସହ ପୁରୁଣା ଦିନର ଫଟୋକୁ ସେୟାର୍‌ କଲେ ପ୍ରିୟଙ୍କା

August 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସାରା ଦେଶରେ ସ୍ବାଧୀନତା ଦିବସ ସହ ରାକ୍ଷୀ ପୂର୍ଣ୍ଣିମା ମହା ଆଡମ୍ବରରେ ପାଳନ କରାଯାଉଛି । ରାକ୍ଷୀ ଅବସରରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଅତୀତର ସ୍ମୃତିଚାରଣ କରିଛନ୍ତି । ପ୍ରିୟଙ୍କା ନିଜ ଟୁଇଟର୍‌ରେ ଏକ ଫେଟା ସେୟାର୍‌ କରିଛନ୍ତି । ଯେଉଥିରେ ସେ ତାଙ୍କ ଭାଇ ରାହୁଲ୍‌ ଗାନ୍ଧିଙ୍କ ସହ ନଜର ଆସିଛନ୍ତି । ଏହି ଫଟୋଟି ତାଙ୍କ ପିଲାବେଳର ଫଟୋ । ପ୍ରିୟଙ୍କା ଏହି ଫଟୋକୁ ସେୟାର କରି ଲେଖିଛନ୍ତି – ‘ମୋତେ ଲାଗେ ଜିନିଷ ଯେତେ ପୁରୁଣା ହେଲେ ବି ବଦଳେ ନାହିଁ, କାରଣ, ଦୁନିଆର ସବୁଠୁ ଭଲ ହେଉଛନ୍ତି ମୋ’ ଭାଇ @ ରାହୁଲ୍‌ ଗାନ୍ଧି ।‘

Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Latest News

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.