Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ
ଆଜିର ଖବର

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାରେ ନୂତନ ଆଞ୍ଚଳିକ ଦଳ ଭାବେ ଓଡ଼ିଶା ଜନତା କଂଗ୍ରେସ ଉଭା ହୋଇଛି । ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କାର ହେବା ପରେ ଏକ ନୂତନ ଦଳ ଗଠନ କରି ଓଡ଼ିଶା ଜନତା କଂଗ୍ରେସ ନାମରେ ଏକ ନୂତନ ଦଳ ସୃଷ୍ଟି କରିଛନ୍ତି । ଆଜି ପ୍ରଦର୍ଶନୀ ପଡ଼ିଆରେ ବଡ଼ ସମାବେଶ କରିବ ବୋଲି ସୂଚନା ରହିଛି । ତେବେ ଅନେକ କଂଗ୍ରେସ ଓ ବିଜେଡ଼ି କର୍ମୀ ସମ୍ପର୍କରେ ଅଛନ୍ତି ବୋଲି ମୋକିମ୍ କହିଛନ୍ତି । ଜେନ୍‌ଜି ଏହି ଦଳ ପ୍ରତି ଅଧିକ ଆକୃଷ୍ଟ ହେବେ ବୋଲି ଦଳର ପ୍ରତିଷ୍ଠାତା ମୋକିମ୍ କହିଥିବାବେଳେ କଂଗ୍ରେସ ଓ ବିଜେଡ଼ିର କିଏ କିଏ ଏହି ଦଳରେ ସାମିଲ୍ ହେବେ ସେନେଇ ମଧ୍ୟ ଆକଳନ କରାଯାଉଛି । ତେବେ ରାଜ୍ୟରେ ନୂତନ ଆଞ୍ଚଳିକ ଦଳକୁ ନେଇ ଅନେକ ସମ୍ଭାବନା ରହିଛି ।

#OdishaJanataCongress #MohmaadMokim
Share. Facebook Twitter LinkedIn Email WhatsApp Copy Link

Related Posts

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Latest News

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.