Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି
ଆଜିର ଖବର

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆମେରିକା ରାଷ୍ଟ୍ରପତି ଟ୍ରମ୍ପ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଟେଲିଫୋନ କଲ୍‍ ପାଇଛନ୍ତି।

ଉଭୟ ନେତା ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗରେ ହାସଲ ହୋଇଥିବା ଉଲ୍ଲେଖନୀୟ ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ସମସ୍ତ କ୍ଷେତ୍ରରେ ବ୍ୟାପକ ବିଶ୍ୱସ୍ତରୀୟ ରଣନୈତିକ ଭାଗିଦାରୀକୁ ଆହୁରି ସୁଦୃଢ଼ କରିବା ଲାଗି ପ୍ରତିବଦ୍ଧତା ବ୍ୟକ୍ତ କରିଥିଲେ।

ସେମାନେ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିଥିଲେ ଏବଂ ହରମୁଜ ଜଳମାର୍ଗକୁ ଖୋଲା ଏବଂ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଶ୍ରୀ ମୋଦୀ ଏକ୍ସ ରେ ଲେଖିଛନ୍ତି;

“ମୋର ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫୋନ କଲ୍‍ ଆସିଥିଲା। ବିଭିନ୍ନ କ୍ଷେତ୍ରରେ ଆମର ଦ୍ୱିପାକ୍ଷିକ ସହଯୋଗରେ ହାସଲ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତିର ଆମେ ସମୀକ୍ଷା କରିଛୁ। ଆମେ ସମସ୍ତ କ୍ଷେତ୍ରରେ ଆମର ବ୍ୟାପକ ବୈଶ୍ୱିକ ରଣନୈତିକ ଭାଗିଦାରୀକୁ ଆହୁରି ସୁଦୃଢ଼ କରିବା ଲାଗି ପ୍ରତିବଦ୍ଧ। ଆମେ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିଥିଲୁ ଏବଂ ହରମୁଜ ଜଳମାର୍ଗକୁ ଖୋଲା ଏବଂ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲୁ।’’

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ୱିପାକ୍ଷିକ ସହଯୋଗ ପଶ୍ଚିମ ଏସିଆ ପ୍ରଧାନମନ୍ତ୍ରୀ ମୋଦୀ ହରମୁଜ ଜଳମାର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.