Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ
ଆଜିର ଖବର

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୋର: ଏନ୍‌ଏଚ୍ ୧୬ ସିମୁଳିଆ କୁଣିଆରି ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବିବାହ କାର୍ଯ୍ୟ ସାରି ଭଦ୍ରକ ଫେରୁଥିବାବେଳେ ଭ୍ୟାନ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଭ୍ୟାନ୍‌ଟି ଗଛକୁ ଧକ୍କା ଦେବା ପରେ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୫ଜଣ ଆହତ ହୋଇଛନ୍ତି । କିଛି ଆହତଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଥିବାର ସୂଚନା ରହିଛି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026
Latest News

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.