Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ରାଜ୍ୟରେ ଡିଜିଟାଲ ଜନଗଣନା
ଆଜିର ଖବର

ଆଜିଠୁ ରାଜ୍ୟରେ ଡିଜିଟାଲ ଜନଗଣନା

April 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହେବ ଡିଜିଟାଲ ଜନଗଣନା । ଘର ଘର ବୁଲି ଜନଗଣନା କରିବେ ୯୦ହଜାର ୨୦୦ ଅଧିକାରୀ । ୧୫,୧୪୦ ସୁପରଭାଇଜର୍ ନିଯୁକ୍ତି ଥିବା ଜନଂସଖ୍ୟା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ । ପ୍ରତି ଜନଗଣନା ଅଧିକାରୀ ୮୦୦ ଲୋକଙ୍କ ତଥ୍ୟ ସଂଗ୍ରହ କରିବାକୁ ନିର୍ଦ୍ଦେଶ ରହିଛି । ଏଥିପାଇଁ ଜଣେ ଅଧିକାରୀଙ୍କୁ ୨୦୦ରୁ ୨୨୦ଟି ଘର ଗଣତି କରିବେ । ଘର ଗଣିବା ସହ ନମ୍ବରିଂ କରିବେ ଓ ମୁଖ୍ୟଙ୍କୁ ୩୩ଟି ପ୍ରଶ୍ନ କରିବେ । ଏପ୍ରିଲ୍ ୧୬ରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଡିଜିଟାଲ ଜନଗଣନା ହେବ । ଏହି ଜନଗଣନା କାର୍ଯ୍ୟକ୍ରମରେ ପ୍ରାଥମିକ ସ୍କୁଲ ଶିକ୍ଷକ ଜନଗଣନା ଅଧିକାରୀ ଓ ହାଇସ୍କୁଲ ଶିକ୍ଷକ ସୁପରଭାଇଜର ଭାବେ କାର୍ଯ୍ୟ କରିବେ ।

digital cencus
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Latest News

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.