Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ
ଆଜିର ଖବର

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଇଡା: ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇଆଲର୍ଟ । ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୫ ଯବାନ ଆହତ ହୋଇଥିବା ସୂଚନା ରହିଛି । ସରଣ୍ଡା ବାଲିବା ଜଙ୍ଗଲରେ ସୁରକ୍ଷା କର୍ମୀ-ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଗୁଳି ବିନିମୟରେ ୩ରୁ୪ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବାବେଳେ କିଛି ଆହତ ହୋଇଛନ୍ତି ତେବେ ସେଠାରେ ସର୍ଚ୍ଚ ଅପରେସନ୍ ଜୋରଦାର ରହିଛି । ଆହତ ଯବାନଙ୍କୁ ଚିକିତ୍ସା ପାଇଁ ରାଞ୍ଚିଙ୍କୁ ଏୟାରଲିପ୍ଟ କରାଯାଇଛି ।

highalert naxalities
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କର ମଧ୍ୟରାତ୍ରି ଭିଡିଓ ପାଇଁ କଂଗ୍ରେସ କ୍ଷୁବ୍ଧ: ମଲ୍ଲିକାର୍ଜୁନ କଲେ ଏହି ଦାବି

July 24, 2026

ଆଜି ରାଜ୍ୟ ସରକାର ଓ HCLTech ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣାପତ୍ର

July 24, 2026

ଯୁକ୍ତ ଦୁଇ ନାମଲେଖା: ଦ୍ବିତୀୟ ମେଧା ତାଲିକାରେ ମୋଟ ୪୬,୫୭୦ ଛାତ୍ରଛାତ୍ରୀଙ୍କୁ ଚୟନ

July 24, 2026

ହାଇକୋର୍ଟଙ୍କ ମାର୍ଗଦର୍ଶନରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି ଇ-କୋର୍ଟସ୍‌ ପ୍ରକଳ୍ପ

July 24, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କର ମଧ୍ୟରାତ୍ରି ଭିଡିଓ ପାଇଁ କଂଗ୍ରେସ କ୍ଷୁବ୍ଧ: ମଲ୍ଲିକାର୍ଜୁନ କଲେ ଏହି ଦାବି

July 24, 2026

କେଉଁ ପରିସ୍ଥିତିରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ୍?: ଭିଡିଓ ଜାରି କରି କହିଲେ….

July 24, 2026

ଆଜି ରାଜ୍ୟ ସରକାର ଓ HCLTech ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣାପତ୍ର

July 24, 2026

ଯୁକ୍ତ ଦୁଇ ନାମଲେଖା: ଦ୍ବିତୀୟ ମେଧା ତାଲିକାରେ ମୋଟ ୪୬,୫୭୦ ଛାତ୍ରଛାତ୍ରୀଙ୍କୁ ଚୟନ

July 24, 2026

ହାଇକୋର୍ଟଙ୍କ ମାର୍ଗଦର୍ଶନରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି ଇ-କୋର୍ଟସ୍‌ ପ୍ରକଳ୍ପ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.