Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା
ଆଜିର ଖବର

ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା

April 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ୱାଶିଂଟନ୍ : ଇସ୍ରାଏଲ୍‌-ଲେବାନନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ । ସୋସିଆଲ ମିଡିଆରେ ଅସ୍ତ୍ରବିରତିର ଘୋଷଣା କରିଛନ୍ତି ଟ୍ରମ୍ପ୍ । ଏହି ଅସ୍ତ୍ରବିରତି ୧୦ ଦିନ ପାଇଁ କରାଯାଇଛି ।  ଟ୍ରମ୍ପ ପ୍ରଶାସନ ଉଭୟ ପକ୍ଷଙ୍କ ମଧ୍ୟରେ ଯୁଦ୍ଧ ବନ୍ଦ କରିବାକୁ ରାଜନୈତିକ ଆଲୋଚନା ଚଳାଇଥିଲା । ରାଷ୍ଟ୍ରପତି ଟ୍ରମ୍ପ୍ କହିଛନ୍ତି ଯେ, ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତ୍ୟାନାହୁ ଓ ଲେବାନନ୍ ରାଷ୍ଟ୍ରପତି ଜୋସେଫ୍ ଅଉନ୍‌ଙ୍କ ସହିତ ଆଲୋଚନା ହେବା ପରେ ୧୦ ଦିନିଆ ଯୁଦ୍ଧବିରତି ପାଇଁ ଉଭୟ ରାଜି ଅଛନ୍ତି ।

 

ceasefire israel Lebanon
Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.