Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିପକ୍ଷରେ କାହିଁକି ସବୁଜ ଜର୍ସି ପିନ୍ଧିଲା ବେଙ୍ଗାଲୁରୁ ଦଳ?: ଜାଣନ୍ତୁ କାରଣ
ଆଜିର ଖବର

ଦିଲ୍ଲୀ ବିପକ୍ଷରେ କାହିଁକି ସବୁଜ ଜର୍ସି ପିନ୍ଧିଲା ବେଙ୍ଗାଲୁରୁ ଦଳ?: ଜାଣନ୍ତୁ କାରଣ

April 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀ ବେଙ୍ଗାଲୁ
ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

ନୂଆଦିଲ୍ଲୀ: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳ ସବୁଜ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଛି। ଏହି ମ୍ୟାଚ୍‌ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ଖେଳାଯାଉଛି। RCBର ଜର୍ସି କଳା ଏବଂ ଲାଲ ରଙ୍ଗର ମିଶ୍ରଣ, କିନ୍ତୁ ଦଳର ଖେଳାଳିମାନେ ଦିଲ୍ଲୀ ବିପକ୍ଷରେ ସବୁଜ ଜର୍ସି କାହିଁକି ପିନ୍ଧିଛନ୍ତି? ଏହାର ମୁଖ୍ୟ କାରଣ ହେଉଛି ‘ଗୋ ଗ୍ରୀନ୍‌’ ପଦକ୍ଷେପ, ଯାହା ପରିବେଶ ବିଷୟରେ ସଚେତନତା ପ୍ରସାର କରିବା।

ଆଜି ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏହାର ୧୦୦ ତମ ମ୍ୟାଚ୍‌ ଖେଳୁଛି। ଏହି ଦିନକୁ ସ୍ୱତନ୍ତ୍ର କରିବା ପାଇଁ RCB ଦଳ ସବୁଜ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇବାର ଏକ କାରଣ। ସେମାନେ IPL ଇତିହାସରେ ଗୋଟିଏ ସ୍ଥାନରେ ୧୦୦ ମ୍ୟାଚ୍ ଖେଳିବା ପ୍ରଥମ ଦଳ ମଧ୍ୟ ହୋଇଛନ୍ତି।

RCB ଦଳ କାହିଁକି ସବୁଜ ଜର୍ସି ପିନ୍ଧିଥିଲା?

୨୦୧୧ ମସିହାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ‘ଗୋ ଗ୍ରୀନ୍‌’ ପ୍ରୟାସ ଆରମ୍ଭ କରିଥିଲା। ୨୦୧୧ ମସିହାରୁ, RCB ଦଳ ପ୍ରତ୍ୟେକ ସିଜନରେ ସବୁଜ ଜର୍ସି ପିନ୍ଧି ଅତି କମରେ ଗୋଟିଏ ମ୍ୟାଚ୍ ଖେଳିଛି। ବାଙ୍ଗାଲୋର ଦଳ ବିଶ୍ୱ ଉଷ୍ମତା ଏବଂ ପରିବେଶ ବିଷୟରେ ସଚେତନତା ପ୍ରସାର କରିବା ପାଇଁ କାର୍ଯ୍ୟ କରେ।

IPL 2026 RCB Vs DC Royal Challengers Bengaluru
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.