Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନିତି ଆୟୋଗ ବୈଠକ : ମୁଖ୍ୟମନ୍ତ୍ରୀଙ୍କ ସ୍ଥାନରେ ଯୋଗଦେବେ କୃଷିମନ୍ତ୍ରୀ
ଆଜିର ଖବର

ଆଜି ନିତି ଆୟୋଗ ବୈଠକ : ମୁଖ୍ୟମନ୍ତ୍ରୀଙ୍କ ସ୍ଥାନରେ ଯୋଗଦେବେ କୃଷିମନ୍ତ୍ରୀ

August 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ମୁମ୍ବାଇରେ ନିତି ଆୟୋଗ ବୈଠକ ଅନୁଷ୍ଠିତ ହେବ । ମୁମ୍ବାଇ ମାଲାବାର ହିଲସ୍ଥିତ ଶୟିୟଦ୍ରୀ ଗେଷ୍ଟହାଉସରେ  ଆଜି ଆୟୋଜିତ ହେବାକୁ ଥିବା ଏହି ବୈଠକରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଯୋଗଦେବେ ନାହିଁ । ତାଙ୍କ ସ୍ଥାନରେ କୃଷି ମନ୍ତ୍ରୀ ଅରୁଣ ସାହୁ ବୈଠକରେ ସାମିଲ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ଶାସନରେ ଏହା ହେଉଛି ନିତି ଆୟୋଗର ଦ୍ୱିତୀୟ ବୈଠକ । ଏହି ବୈଠକରେ କୃଷି କ୍ଷେତ୍ରରେ ସାମଗ୍ରୀକ ବିକାଶ ଆଣିବା ଲାଗି ୭ଟି ଏଜେଣ୍ଡା ଉପରେ ଆଲୋଚନା ହେବାର ଅଛି । ଏହି ଅବସରରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ଆବଶ୍ୟକ ସଂଶୋଧନ ପାଇଁ ମଧ୍ୟ ପ୍ରସ୍ତାବ ଗ୍ରହଣ କରାଯିବ। ଏହାସହିତ ଉନ୍ନତ କୃଷି ପାଇଁ ଚାଷୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ ସହ  କୃଷି ଉତ୍ପାଦନର ବଜାର ଭିତ୍ତିଭୂମି ସୃଷ୍ଟି କରିବା ପାଇଁ ଘରୋଇ ପୁଞ୍ଜିନିବେଶ ଉପରେ ରାଜ୍ୟମାନଙ୍କ ମତାମତ ନିଆଯିବ। ଆଜି ଅପରାହ୍ଣ ୫ଟା ୪୫ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ  ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଏହି ବୈଠକରେ ଯୋଜନା ବୋର୍ଡ ରୂପରେଖ ନେଇ ବଦଳିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ରହିଛି  ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.