କଟକ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କଟକରେ ସକାଳୁଆ ସ୍କୁଲ ହେବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସକାଳ ୬ଟା୩୦ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ରହିଛି । ହିଟ୍ୱେଭ୍କୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ଆସନ୍ତା ୨୩ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା ହୋଇଛି ।


