Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
ଆଜିର ଖବର

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
president

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ଏହି ଦିନିକିଆ ଗସ୍ତରେ ରାଷ୍ଟ୍ରପତି ରାଉରକେଲାଠାରେ ଏକ ପ୍ଲାନେଟାରିୟମ ଓ ବିଜ୍ଞାନ କେନ୍ଦ୍ର ଏବଂ ନିର୍ମଳ ମୁଣ୍ଡା ପରିବେଶ ପଥକୁ ଉଦଘାଟନ କରିବେ । ସେ ଏକ ଜନସଭାରେ ମଧ୍ୟ ଉଦବୋଧନ ଦେବେ । ରାଷ୍ଟ୍ରପତି ରାଉରକେଲାଠାରେ ଏକ ଜନଜାତି ସଂଗ୍ରହାଳୟ ଏବଂ କମାଣ୍ଡ ଓ ନିୟନ୍ତ୍ରଣ କକ୍ଷକୁ ମଧ୍ୟ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ଅବସରରେ କଡା କଟକଣା ଜାରି କରାଯାଇଛି । ବିମାନବନ୍ଦର ଓ ସର୍କିଟ ହାଉସ ଅଞ୍ଚଳରେ ନୋ ଫ୍ଲାଇଙ୍ଗ ଜୋନ ଘୋଷଣା କରାଯାଇଛି । 

 

#presidentvisit rourkela
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.