Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା
ଆଜିର ଖବର

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଗୁଳିଗୁଳି ଓ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ଓ କଲେଜଗୁଡ଼ିକ ଆସନ୍ତା ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଜିଲ୍ଲାପାଳ ଘୋଷଣା କରିଛନ୍ତି । ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଚାଲୁ ରହିବା ବୋଲି ସୂଚନା ରହିଛି ।

#Heatwave #Odisha
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026
Latest News

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.