Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର
ଆଜିର ଖବର

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ
ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ

ଭୁବନେଶ୍ବର: ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୭ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଏହି କ୍ୟାବିନେଟ୍‌ ବୈଠକରେ ରାଜସ୍ବ,ବିଦ୍ୟାଳୟ ଓ ଗଣଶିକ୍ଷା, ନିର୍ମାଣ, ଅର୍ଥ ଭଳି କେତେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ଆସିବାକୁ ରହିଛି। ସେଥିମଧ୍ୟରେ ଅନେକ କିଛି ରାଜସ୍ବ ସଂସ୍କାର ରହିଛି। ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସରକାର କି ପ୍ରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

#cabinetmeeting #Odisha loksevabhavan
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.