Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ
ଆଜିର ଖବର

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ: ହାତୀ ଆକ୍ରମଣରେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି । ନକଟିଦେଉଳ ରେଞ୍ଜ ଚଡଚଡି ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ବୃଦ୍ଧା ଜଣକ । ପୂର୍ବରୁ ଖୋର୍ଦ୍ଧା ରେଞ୍ଜରେ ମଧ୍ୟ ଜଣେ ଯୁବକକୁ ହାତୀ ଦଳି ଦେଇଥିଲା । 

ଗତ କିଛିଦିନ ତଳେ ଭରତପୁର ଜଙ୍ଗଲରୁ ଦୁଇ ହାତୀ ଜନବସତି ମୁହାଁ ହୋଇଥିଲେ । ମାତ୍ର ବନବିଭାଗ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଜଙ୍ଗଲକୁ ଫେରିଥିଲେ। 

elephantattack
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026

ବଢିଲା ଆମେରିକା – ଇରାନ ଅସ୍ତ୍ରବିରତି

April 22, 2026

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026
Latest News

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026

ବଢିଲା ଆମେରିକା – ଇରାନ ଅସ୍ତ୍ରବିରତି

April 22, 2026

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.