Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ
ଆଜିର ଖବର

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁର୍ଘଟଣାଗ୍ରସ୍ତ ନା ଆଉ କିଛି?: ମଝି ଆକାଶରେ ନିଖୋଜ ହେଲା ପାକିସ୍ତାନୀ ବିମାନ
ଦୁର୍ଘଟଣାଗ୍ରସ୍ତ ନା ଆଉ କିଛି?: ମଝି ଆକାଶରେ ନିଖୋଜ ହେଲା ପାକିସ୍ତାନୀ ବିମାନ

ଭୁବନେଶ୍ବର: ପୁଣି ନୂଆ ୧୦ଟି ରୁଟ୍ରେ ବିମାନ ଉଡ଼ାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ବରରୁ ୪ଟି ନୂଆ ରୁଟ୍ ବଛାଯାଇଛି। ତିରୁପତି, ସୁରତ, ଭୋପାଳ ଓ ଶିରିଡ଼ି ଆଦି ସ୍ଥାନକୁ ଉଡାଣ ଭରିବ ବୋଲି ଜଣାପଡିଛି । ଶ୍ରଦ୍ଧାଳୁଙ୍କୁ ଆଖି ଆଗରେ ରଖୀ ଏହି ରୁଟ୍ ରେ ବିମାନ ଚଳାଇବାକୁ ନିଷ୍ପତ୍ତି ହୋଇ ଛି। କେବେ ବିମାନ ଉଡ଼ାଣ ଆରମ୍ଭ ହେବ ସେ ନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇନି। ସୂଚନାଯୋଗ୍ୟ, ମାର୍ଚ୍ଚ ମାସରେ ଭୁବନେଶ୍ବରରୁ ୧୧ଟି ରୁଟ୍ ର ବିମାନ ଉଡ଼ାଣ ବନ୍ଦ ହୋଇଥିଲା। ରାଜ୍ୟ ସରକାର ବିମାନ କମ୍ପାନିଙ୍କୁ ସବ୍ସିଡି ନଦେବାରୁ ସେମାନେ ଉଡ଼ାଣ ବନ୍ଦ କରିଦେଇଥିଲେ।

directflight siridi tirupati
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026
Latest News

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଯାଞ୍ଚ କରନ୍ତୁ ଆଜିର ଦର

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.